-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଳକ କାର୍ଯ୍ୟାଳୟ ପରିସରରେ ସମ୍ପୂର୍ଣ୍ଣତା ଅଭିଯାନ ଉଦଘାଟନ ଉତ୍ସବ ଅନୁଷ୍ଠିତ।

04-Jul-2024



(ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଳକ କାର୍ଯ୍ୟାଳୟ ପରିସରରେ ସମ୍ପୂର୍ଣ୍ଣତା ଅଭିଯାନ ଉଦଘାଟନ ଉତ୍ସବ ଅନୁଷ୍ଠିତ
ଭାରତ ସରକାର ଙ୍କ ନୀତି ଆୟୋଗ ଦ୍ଵାରା ସମ୍ପୂର୍ଣ୍ଣତା ଅଭିଯାନ ସାରା ଦେଶରେ ଆଜି ଆରମ୍ଭ ହୋଇଛି  ଡାବୁଗାଁ ରେ ମଧ୍ୟ ଏହି ଅଭିଯାନ  ଦିନ 11 ଘଣ୍ଟା ସମୟରେ ଶୁଭ ଉଦ୍ଘାଟନ 
 ହୋଇଯାଇଛି । ସେହିପରି  ଜିଲ୍ଲାପାଳ ଙ୍କ କାର୍ଯ୍ଯାଳୟ ରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ ପଦାଧିକାରୀ ଏବଂ କର୍ମଚାରୀ ଙ୍କୁ ସମ୍ପୂର୍ଣ୍ଣତା ଅଭିଯାନ ବିଷୟରେ ଶପଥପାଠ କରାଇଥିଲେ l କେନ୍ଦ୍ର ସରକାର ନବରଙ୍ଗପୁର ଜିଲ୍ଲା ର ଦୁଇଟି ବ୍ଲକ  ଡାବୁଗାଁ ଏବଂ ତେନ୍ତୁଳୀଖୁଣ୍ଟି ବ୍ଲକ କୁ ଆକାଂକ୍ଷା ବ୍ଲକ ରୂପେ ଘୋଷଣା କରିଛନ୍ତି l ଜିଲ୍ଲା ର ସମ୍ପୂର୍ଣ୍ଣତା ଅଭିଯାନର ସମସ୍ତ ଲକ୍ଷ୍ୟ ଗୁଡିକୁ ପୁରା କରିବା ପାଇଁ   ଏହି ଅଭିଯାନ ଆରମ୍ଭ ହେଇଛି।  ଏହି ଉତ୍ସବ ପାଳନ ସମୟରେ ଡାବୁଗାଁ ବ୍ଳକ ର ବିଧାୟକ ମନହର ରନ୍ଧାରୀ, ଡାବୁଗାଁ ବ୍ଳକ ଅଦକ୍ଷା ବୀଣା ମାଝୀ, ଜିଲ୍ଲାପରିଷ ସଭ୍ୟ ଧନସିଂ ଭତ୍ରା, ବିଡ଼ିଓ ଶରତ ମାଝୀ,ସାଂସଦ ପ୍ରତିନିଧି ଯେ ରାଜ ଶେଖର ରାଓ ସହ ସ୍ଥାନୀୟ ବ୍ଳକ କର୍ମଚାରୀ, ମିଶନଶକ୍ତି ର ମହିଳା ମାନେ,ଆଶା, ଅଙ୍ଗନବାଡି ସହ ବ୍ଲକର ସମସ୍ତ ସ୍ୱୟଂ ସହାୟତା ଗୋଷ୍ଠୀ ର ମହିଳା ମାନେ ଉପସ୍ଥିତ ଥିଲେ। ଏହି ଉତ୍ସାବ ସମୟରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ହୋଇଥିଲା ଏଵଂ ବିଜେତା ମାନଙ୍କୁ ଆତିଥିମାନଙ୍କ  ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like