-+91-9937148622 |
prerana_bgr@rediffmail.com |
Tuesday 17th March 2026 |
R.N.I. Regd No. ODIODI/2010/46693
Breaking News
05-Jul-2024
କାକଟପୁର : କାକଟପୁରର ପୂବର୍ତନ ବିଧାୟକ ତଥା ବିଭିନ୍ନ ବିଭାଗରେ ଥିବା ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ । ଆଜି ସକାଳୁ ଦେହାନ୍ତ ହୋଇଛି ବୋଲି ସୂଚନା ଦେଲେ ପୁଅ ସ୍ୱାଧୀନ କୁମାର ନାୟକ। ଶୁକ୍ରବାର ସକାଳ ୬ଘଟିକା ସମୟରେ ଭୁବନେଶ୍ୱର ବାସଭବନରେ ୯୩ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ।
ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଛୁରିଆନା ପଂଚାୟତ ରେ ୧୭ମେ ୧୯୩୭ମସିହା ଜନ୍ମଗ୍ରହଣ କରିଥିବା ବେଳେ ପ୍ରଥମେ ଅସ୍ତରଙ୍ଗ ବ୍ଲକ ଅଧକ୍ଷ ଏହା ପରେ ବିଭିନ୍ନ ବିଭାଗ ଶିକ୍ଷା, କୃଷି, ରାଜ୍ଵଶ, ଅବକାରୀ, ପଞ୍ଚାୟତିରାଜ ଓ ଉପବାଚସ୍ପତି ପଦବୀରେ ଥିଲେ
(ଭୁବନେଶ୍ବରରୁ ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ)