-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

କ୍ୟାବିନେଟରେ ମଞ୍ଜୁର ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷାରେ ୧୫ ପ୍ରତିଶତ ସଂରକ୍ଷଣ ବିଲ ସମ୍ପର୍କରେ ଆଲୋଚନା ଓ ମତାମତ ସଂଗ୍ରହ  

28-Dec-2020



ବଲାଙ୍ଗିର- ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ବହୁମୁଖୀ ସଭାଗୃହ ମଧ୍ୟରେ  ଓଡିଶା ସରକାରଙ୍କ କ୍ୟାବିନେଟରେ ମଞ୍ଜୁର ହୋଇଥିବା ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷାରେ ୧୫ ପ୍ରତିଶତ ସଂରକ୍ଷଣ ବିଲ୍ ସମ୍ପର୍କରେ ଛାତ୍ର ଛାତ୍ରୀ, ଶିକ୍ଷକ, ଅଭିଭାବକ, ଶିକ୍ଷାବିତ୍ ଙ୍କ ମତାମତ ଗ୍ରହଣ କରାଯାଇଥିଲା । ସମସ୍ତେ ଏହି ନୂତନ ବିଲ୍ ଟି କୁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ କହିବା ସହ ଆଗାମୀ ଦିନରେ ଏହା ସରକାରୀ ବିଦ୍ୟାଳୟରେ ପଢୁଥିବା ବିଦ୍ୟାର୍ଥୀ ମାନଙ୍କର ଇଞ୍ଜିନିୟରିଂ ଓ ମେଡିକାଲ ପଢିବା ଆକାଂକ୍ଷାକୁ ପୂରଣ କରିବ ବୋଲି ମତାମତ ଦେବା ସହ ଓଡିଶା ସରକାରଙ୍କ ଭୂୟସୀ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ, ଓଏଭି, ପଥରଚେପାର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର, ଶିକ୍ଷକ ସୁନୀଲ କୁମାର ବେହେରା, ରାମ ଗୋପାଲ ଶର୍ମା, ଆନନ୍ଦ ବଡପଣ୍ଡା, ଅଭିଭାବକ ବଳରାମ ଖମାରୀ, ଗୋପାଳ ମହାକୁର, ରଙ୍କମଣୀ ବିଶ୍ୱାଳ, ରତିକାନ୍ତ ଦାଶ, ଛାତ୍ରୀ ସଂସ୍କୃତି ଖମାରୀ, ଶୁଭଶ୍ରୀ ଦାଶ, ଛାତ୍ର ସୋମେଶ କୁମାର ସାହୁ, ସଙ୍କେତ କୁମାର ଦାଶ, ରିକନ ମହାକୁର, ଜ୍ଞାନ ରଂଜନ ରଣା, ଦିବ୍ୟଦର୍ଶନ ପୋଢ, ଲୋକନାଥ ମହାରଣା, ରମଣ କୁମ୍ଭାର, ପଂଚମ୍ ସେଠ, ସୁଶୋଭନ୍ ମିଶ୍ର, ଅଭିଜିତ ବିଶ୍ୱାଳ, ପ୍ରୀତିଶ ବିଶ୍ୱାଳ, ଚନ୍ଦ୍ରଶେଖର ପଧାନ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଡି.ଇ.ଓ ଧୃବ ଚରଣ ବେହେରା ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କ ସହିତ ଉକ୍ତ ବିଲ୍ ସମ୍ପର୍କରେ ଆଲୋଚନା କରିବା ସହ ଏହି ନୂତନ ବିଲ୍ ର ସକାରାତ୍ମକ ଦିଗ ପ୍ରତି ସମସ୍ତଙ୍କୁ ଅବଗତ କରାଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like