-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ରାଜ୍ୟ

ଲିଟିଗୁଡ଼ା  ନାଏକପଡ଼ା  ରାସ୍ତା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି

05-Jul-2024



ନୂଆଁପଡ଼ା(ଚିନ୍ତାମଣି ନେତାମ): ଗାଁ କୁ ଗାଁ ଯୋଡିବା ପାଇଁ ଓ ଗମନା ଗମନ ବ୍ୟବସ୍ଥା ଉନ୍ନତ କରିବା ପାଇଁ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟକାରୀ ହେଉଛି। କିନ୍ତୁ ପ୍ରଶାସନିକ ଅବହେଳା ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଏହାର ସୁଫଳତା ଲୋକଙ୍କୁ ମିଳି ପାରୁନି ଓ ଲୋକେ ହଇରାଣର ଶିକାର ହେଉଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି 

ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଲିଟିଗୁଡ଼ା ହାତୀ ବନ୍ଧା ରାସ୍ତା।ଏହି  ଅତି ଶୋଚନୀୟ ହୋଇପଡିଛି । ବିଶେଷ କରି ନାଏକ ପଡ଼ା ଠାରେ ପାଣି ଜମି ରାସ୍ତା କର୍ଦ୍ଦମାକ୍ତ ହୋଇ ପଡ଼ିଛି। ରାସ୍ତାର ବହୁ ଜାଗାରେ ଖାଲ ଖମା ହୋଇଥିବାବେଳେ

ଆଣ୍ଠୁଏ ପାଣି ଜମିବାରୁ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ । ଏହି ରାସ୍ତା ଦେଇ ନୂଆପଡ଼ା,ଭରୁଆମୁଣ୍ଡା ତଥା ଲିଟିଗୁଡ଼ା ପଞ୍ଚାୟତ ଅଞ୍ଚଳର ଶହ ଶହ ଲୋକ ହାତୀବନ୍ଧାକୁ ବିଭିନ୍ନ କାମରେ ଯିବା ଆସିବା କରିଥାନ୍ତି । ଏହା ଏକ ମୁଖ୍ୟ ରାସ୍ତା ହୋଇଥିବା ବେଳେ ଏଭଳି ପରିସ୍ଥିତି ଲୋକଙ୍କୁ ଅସନ୍ତୋଷ କରିଛି। ଏଠାରେ ଡ୍ରେନେଜ୍ ସୁବିଧା ନଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଆଣ୍ଟୁଏ ପାଣି ରହୁଛି।  ବେଳେବେଳେ ଲୋକେ ଜାଣିନପାରି ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି  ।ଏହି ରାସ୍ତାଦେଇ ଛାତ୍ର ଛାତ୍ରୀମାନେ ମଧ୍ୟ ହାତୀବନ୍ଧା କଲେଜକୁ  ଯିବା ଆସିବା କରିଥାନ୍ତି । ଏବେ ବର୍ଷା ଆରମ୍ଭରେ ଯଦି ଏମିତି ପରିସ୍ଥିତି ଆଗକୁ କଣ ନହେବ ଏହି ରାସ୍ତାର ଅବସ୍ଥା।ତେଣୁ ବିଭାଗୀୟ କର୍ମଚାରୀ ଏଥି ପ୍ରତି ଦୃଷ୍ଟିଦେଇ ବର୍ଷାଦିନ ପୂର୍ବରୁ ମରାମତି କରିବାକୁ ଦାବି ହେଉଛି । ଏ ବିଷୟରେ ବିଭାଗୀୟ ଅଧିକାରୀ ଗଜେନ୍ଦ୍ର ପ୍ରଧାନଙ୍କୁ ପଚାରିବାରୁ ସେହି ରାସ୍ତାର ଉନ୍ନତି କରଣ ପାଇଁ ସରକାରଙ୍କୁ ପ୍ରସ୍ତାବ ପଠା ଯାଇଛି ଓ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like