-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||     

HOME   ରାଜ୍ୟ

ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କୁ ଘାରିଲା ଗିରଫଦାରୀ ଭୟ, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ 

05-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ଘାରିଲା ଗିରଫଦାରୀ ଭୟ । ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଘଟଣାରେ ଗିରଫଦାରୀ ଏଡ଼ାଇବାକୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ରଘୁନନ୍ଦନ । ଗଣମାଧ୍ୟମର ଜଣେ ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ନେଇ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ନାଁରେ ଅଭିଯୋଗ ଆସିଥିଲା । ଏହାପରେ ରଘୁଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା ।ଏନେଇ ରଘୁନନ୍ଦନ କହିଥିଲେ ଯେ ଜଣେ ମହିଳା ସମ୍ବାଦିକା ଓ ଫଟୋଗ୍ରାଫର ତାଙ୍କ ସରକାରୀ ବାସଭବନକୁ ଆସିଥିଲେ । ସେମାନେ ସେମାନଙ୍କ ପରିଚୟ ଦେଇ ନଥିଲେ । ଏପରିକି ତାଙ୍କ ବିନା ଅନୁମତିରେ ବାସଭବନକୁ ପ୍ରବେଶ କରିଥିଲେ । ସିକ୍ୟୁରିଟିକୁ ଧକ୍କା ମାରି ପ୍ରଥମ ଗେଟ ପରେ ଦ୍ଵିତୀୟ ଗେଟରେ ପ୍ରବେଶ କରିଥିଲେ । ବ୍ୟକ୍ତିଗତ ଅଞ୍ଚଳରେ ଥିବା ବେଡରୁମ ପାର କରି ଫଟୋ ଉଠାଉଥିଲେ । ଘରେ ତାଙ୍କର ଝିଅ ଓ ସମ୍ପର୍କୀୟ ଅଛନ୍ତି । ସିକ୍ୟୁରିଟି ଆସି ତାଙ୍କୁ ଓ ରୋଷେୟାକୁ ସୂଚନା ଦେଇଥିଲେ । ରୋଷେୟା ବାରଣ କରିବାରୁ ସେମାନେ ଏଣୁତେଣୁ କହିଥିଲେ ବୋଲି ରଘୁ ଅଭିଯୋଗ କରିଥିଲେ ।

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡିବା ଘଟଣା, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ସାମ୍ବାଦିକ ସଂଘ

ରଘୁନନ୍ଦନଙ୍କ କହିବାନୁସାରେ ମହିଳା ସମ୍ବାଦିକା କହିଥିଲେ ଏହା

ଏହା ସରକାରୀ ବାସଭବନ । ତୁମ ବାବୁ ଆଉ ବିଧାୟକ ନାହାନ୍ତି । ତେଣୁ ଏହି ବାସଭବନ ଆଉ ତୁମ ବାବୁଙ୍କର ନାହିଁ । ଏପରିକି ରଘୁନନ୍ଦନଙ୍କୁ ମଧ୍ୟ ସେମାନେ ଏମିତି କହିଥିଲେ ବୋଲି ପାଲଟା ଅଭିଯୋଗ କରିଥିଲେ ମନ୍ତ୍ରୀ । "ସେମାନେ ଏ କଥା କହିବା ପରେ ମୁଁ କହିଲି କୁକୁର ଛାଡି ଦିଅ । କୁକୁରକୁ ଛାଡି ଦେବା କହିବା ଅର୍ଥ କୁକୁରକୁ ଖୋଲା ଯାଇନାହିଁ । ମୋ ସିକ୍ୟୁରିଟି କୁକୁରର ଚେନ ଧରି ଛିଡା ହୋଇଛି । ମୁଁ ମଧ୍ୟ ସେଠାରେ ଛିଡା ହୋଇଛି । ଆମ ଘର ଗେଟ ପାଖରେ ଆମେ ଛିଡା ହୋଇଛୁ । ସେ କେଉଁ ଉଦ୍ଦେଶ୍ୟରେ ପ୍ରବେଶ କରିଛନ୍ତି, ମୁଁ କେମିତି ଜାଣିବି ?" ବୋଲି ରଘୁନନ୍ଦନ କହିଥିଲେ ।

ଏହି ଘଟଣା ସାମ୍ନାକୁ ଆସିବା ପରେ ସାମ୍ବାଦିକ ମହଲରେ ତୀବ୍ର ବିରୋଧ କରାଯାଇଥିଲା । ବିଭିନ୍ନ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନେ ଜିଲ୍ଲାପାଳଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ସାମ୍ବାଦିକଙ୍କ ପ୍ରତି ଏଭଳି ଏକ ଅମାନୁଷିକ ଘଟଣା ଘଟାଇଥିବା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୁଦ୍ଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଥିଲା । ବାରମ୍ବାର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଉପରେ ଏଭଳି ଆକ୍ରମଣ ଜାରି ରହୁଥିବା ବେଳେ ସାମ୍ବାଦିକ ମାନେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026

You Might Also Like