-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ରାଜ୍ୟ

କବ୍ଜା ପକ୍ଷରୁ ବିଧାୟକ କହ୍ନାଇ ଡାଙ୍ଗ ସମ୍ବର୍ଦ୍ଧିତ 

05-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ବ୍ଲକ ସାମ୍ବାଦିକ ସଙ୍ଘ(କବ୍ଜା) ପକ୍ଷରୁ ଶୁକ୍ରବାର କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ  ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି l ସଂଘର ବରିଷ୍ଠ ଉପଦେଷ୍ଟା ଦିବ୍ୟଶଙ୍କର ରାଉତଙ୍କ ନେତୃତ୍ୱରେ ସଂଘର ସଦସ୍ୟ ଅମୂରଡ଼ା ସ୍ଥିତ ବାସ ଭବନକୁ ଯାଇ ବିଧାୟକ ଶ୍ରୀ ଡାଙ୍ଗଙ୍କୁ ଭେଟି

ପୁଷ୍ପଗୁଛ ଓ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରିବା ସହ ଶୁଭେଚ୍ଛା ଜଣାଇଥିଲେ l ଏହିଅବସରରେ ନୂତନ ବିଧାୟକ ଶ୍ରୀ ଡାଙ୍ଗ ଙ୍କ ସହିତ ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ l ବିଶେଷକରି ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ ରେ ଥିବା ସମସ୍ୟା ସମ୍ପର୍କରେ ଦୃଷ୍ଟିଆକର୍ଷଣ କରିଥିଲେ  l  କବ୍ଜା ସଂଘ ସମ୍ବାଦ ପରିବେଷଣ ସହିତ ସ୍ୱାସ୍ଥ୍ୟ ସେବା,ସମାଜ ସେବାକୁ ଗୁରୁତ୍ୱ ଦେଇ ଆସିଥିବା ହେତୁ ଏଭଳି କାର୍ଯ୍ୟ ପାଇଁ ବିଧାୟକ ଶ୍ରୀ ଡାଙ୍ଗ ସାମ୍ବାଦିକ ସଂଘ କବ୍ଜା ର ଭୁୟସୀ ପ୍ରଶଂସା କରିଥିଲେ  l ଏହା ସହିତ କବ୍ଜା ସାମ୍ବାଦିକ ସଂଘ ର ପ୍ରତିଟି ଜନହିତକର କାର୍ଯ୍ୟକ୍ରମରେ ସ୍ୱୟଂ ଉପସ୍ଥିତ ରହିବା ନେଇ ପ୍ରତିଶୃତି ଦେଇଥିଲେ l ସେହିପରି ଅଂଚଳର ବିକାଶ ପାଇଁ ସାମ୍ବାଦିକ ମାନଙ୍କ ସହଯୋଗ କାମନା କରିଥିଲେ   l   ଉକ୍ତ ପ୍ରତିନିଧି ମଣ୍ଡଳୀରେ ଉପଦେଷ୍ଠା ଜୟ କୁମାର. ମହାରଣା,ଉପ ସଭାପତି ପ୍ରଭାତ ସାହୁ, ସମ୍ପାଦକ ପୂର୍ଣ୍ଣ ଚରଣ ସାହୁ, କାର୍ଯ୍ୟକାରୀଣୀ ସଦସ୍ୟ ବଂଶୀଧର ମାଝୀ, ଦେବାଶିଷ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like