-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାର ସୁନାବେଡା ଓ ବୋଡ଼େନ ଠାରେ ସମ୍ପୂର୍ଣତା ଅଭିଯାନ ।

05-Jul-2024



ନୂଆପଡ଼ା (ରାମନାଥ ପଣ୍ଡା )
ଭାରତ ସରକାରଙ୍କ ନୀତି ଆୟୋଗ ଦ୍ୱାରା ପରିଚାଳିତ ସମ୍ପୂର୍ଣ୍ଣତା ଅଭିଯାନ ଆଜି ଜିଲ୍ଲାର ବୋଡ଼େନ ବିଜୁ ପଟ୍ଟନାୟକ +୨ ମହାବିଦ୍ୟାଳୟ ଓ  କୋମନା ବ୍ଲକର ସୁନାବେଡା ପଞ୍ଚାୟତର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ ହୋଇଯାଇଛି । ସମ୍ପୂର୍ଣ୍ଣତା ଅଭିଯାନରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପୋଷଣ ଓ ସାମାଜିକ ବିକାଶ କ୍ଷେତ୍ରରେ ଥିବା ୬ ଗୋଟି ନିର୍ଦେଶାଙ୍କ କୁ ଜୁଲାଇ ରୁ ସେପ୍ଟମ୍ବର ମଧ୍ୟରେ ଯୁଦ୍ଧ କାଳୀନ ଭିତ୍ତିରେ ପୂର୍ଣ୍ଣତା ଆଣିବାର ଏହା ଏକ ଚେଷ୍ଟା । ଏହି ଉଦ୍ଦେଶ୍ୟ ମୂଳକ ପ୍ରୟାସକୁ ସଫଳ କରିବା ପାଇଁ ଉଭୟ ଶିବିର ରେ ମଧୁମେୟ, ମ୍ୟାଲେରିଆ, ରକ୍ତଚାପ,ଶିକିଲ୍ ସେଲ ଓ ହାଇପରଟେନସନର ନିଶୁଲ୍କ ପରୀକ୍ଷା ତଥା ଚିକିତ୍ସା ଏବଂ ଔଷଧ ବଣ୍ଟନ କରାଯାଇଥିଲା | ବୋଡ଼େନ ଶିବିରରେ ଜିଲ୍ଲାପାଳ ହେମ କାନ୍ତ ସାଏ,ବିଧାୟକ ଅଧିରାଜ ମୋହନ ପାଣିଗ୍ରାହି,ବି ଡି ଓ ପ୍ରିୟରଞ୍ଜନ କୁମାର, ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ନୀତି ଆୟୋଗ ଅଧିକାରୀ ସୁରେନ୍ଦ୍ର ବେହେରା,ଜିଲ୍ଲାପରିଷଦ  ସ୍ମୃତି ମାଝୀ,ଉପାଧ୍ୟକ୍ଷା ସଙ୍ଗୀତା ମାଝୀ , ଏମ ଓ ଡ଼ା ସଞ୍ଜୀବ କୁମାର ନାଏକ,ବି ଇ ଓ ରୁଦ୍ରେଶ୍ଵର ମେହେର,ସି ଡି ପି ଓ ମୀନା ଅଗ୍ରୱାଲ ,ଜି ପି ଇ ଓ ପ୍ରଫୁଲ୍ଲ କୁମାର ନାଏକ,କୃଷି ଅଧିକାରୀ ଦୁଃଖୀ ରାମ ଟୁଡୁ ,କଲେଜର ଅଧ୍ୟାପକ ଅଧ୍ୟାପିକା ଏବଂ ବହୁ ସଂଖ୍ୟାରେ ଅନ୍ୟାନ୍ୟ କର୍ମଚାରୀ ସମେତ ଲୋକପ୍ରତିନିଧି,ଜନସାଧାରଣ,ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।ଅଧ୍ୟାପକ ଗୟାଧର ମହାନ୍ତି ସ୍ବାଗତ ସମ୍ଭାଷଣ ରଖିଥିଲେ ଓ ଇଂରାଜୀ ଅଧ୍ୟାପକ ସାମୁଏଲ ଦାନୀ ମଞ୍ଚ ପରିଚାଳନା କରିଥିଲେ ।ଠିକ୍ ସେହିଭଳି ସୁନାବେଡା ଶିବିରରେ ଚୁକୁଟିଆ ଭୁଞ୍ଜିଆ ସମ୍ପ୍ରଦାୟର ବହୁ ସଂଖ୍ୟାରେ ଯୋଗ ଦାନ କରି ନିଜର ସ୍ୱାସ୍ଥ୍ୟ ସଚେତନତା ମନୋଭାବ ପ୍ରକାଶ  କରିଥିଲେ | ଶିବିରରେ  ଡଃ ପ୍ରଦୀପ କହଁର,ଡଃ ମନୀଷ ଠାକୁର ଶ୍ରୀମତୀ ନିରୁପମା ଶବର ହେଲ୍ଥ ଏକ୍ସଟେନଶନ ଅଫିସର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୋମନା ଏବଂ ସୁନାବେଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ର ସଦସ୍ୟ ଡଃ ସ୍ୱସ୍ତିକ ପୁରୋହିତ,ଆୟୁଷ ଅଧିକାରୀ ପିଙ୍କି ଭୋଇ,ଦେବ ଦୁଲ୍ଲଭ ସିଂ ଶିବିରକୁ ପରିଚାଳନା କରିଥିଲେ  | ଉକ୍ତ ଶିବିର ରେ ନୀତି ଆୟୋଗ ଦ୍ୱାରା ବିକାଶ ସହଯୋଗୀ ଭାବେ କାର୍ଯ୍ୟ କରୁଥିବା ପିରାମଲ ଫାଉଣ୍ଡେସନ ତରଫରୁ ଜ଼ିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ଭବାନି ଶଙ୍କର ନାୟକ ଓ ଦିଲ୍ଲୀରୁ ଗାନ୍ଧୀ ଫେଲୋ ଶ୍ରାବଣ ପାଶ୍ବାନ ଶିବିର ପରିଚାଳନା ରେ ସହଯୋଗ କରିଥିବା ବେଳେ ବୋଡ଼େନ ଠାରେ ସୁରଜ ତିୱାରୀ ସହଯୋଗ କରିଥିଲେ | ଏହି ଶିବିରରେ ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧ, ଯୁବ ପିଢ଼ି ତଥା ସମସ୍ତ ବୟସ୍କ  ବର୍ଗର ଲୋକ ଉତ୍ସାହର ସହିତ ଶୃଙ୍ଖଳିତ ଭାବରେ ଶିବିରକୁ ଆସି ନିଜ ରୋଗ ଚିହ୍ନଟ ତଥା ନିଦାନ କରି ଖୁସି ମନରେ ଫେରିଥିବା ଦୃଷ୍ଟିକୁ ଆସିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like