-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ,ଗଣ୍ଠିଆପlଲି ରେ ବନ ମହୋତ୍ସବ ପାଳିତ

04-Jul-2024



ବିଜେପୁରେ ତା. ୦୪/୦୭ ( ପ୍ରେରଣା ଖବର ) :   ବିଜେପୁର ବ୍ଲକ ଅନ୍ତର୍ଗତ  ଗଣ୍ଠିଆପlଲି ଉଚ୍ଚ ବିଦ୍ୟାଳୟର  ଇକୋ କ୍ଲବ ଓ ୟୁନିଅର ରେଡ଼କ୍ରସ ତରଫରୁ ବନ ମହୋତ୍ସବ ପାଳିତ ହୋଇ ଯାଇଛି l  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପାଣଗ୍ରାହୀଙ୍କ ତତ୍ତ୍ବାବଧାନରେ  ବିଦ୍ୟାଳୟ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।  କାର୍ଯ୍ୟକ୍ରମରେ ରେଡ଼କ୍ରସ କର୍ମୀ ବଲlଙ୍ଗୀର ଜିଲ୍ଲା ଡେଙ୍ଗ ହାଇସ୍କୁଲର ଶିକ୍ଷକ ରାମନାରାୟଣ ଦାଶ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l ଗଛ ଆମର ଜୀବନ୍ତ ଦେବତା, ଗଛ  ଜନ ଓ ଜଙ୍ଗଳରେ ଜୀବନ ସଂଚାରଣ କରିଥାଏ  ଓ ଉତ୍ତମ ପରିବେଶ ଯୋଗଇଥାଏ ,ବୃକ୍ଷର ମହାନ ଗୁଣ ଉପସ୍ଥିତ ଥିବା ବୁଦ୍ଧିଜୀବୀ ଗଣ ମତ ପ୍ରକାଶ କରିଥିଲେ ।

ପରେ ବିଦ୍ୟାଳୟର ନବ ନିର୍ମିତ ବଗିଚା ନିକଟରେ ବୃକ୍ଷ ରୋପଣ କରାଯାଇଥିଲା । ଗଛର ଉପଯୁକ୍ତ ଯତ୍ନ ନେବେ ବୋଲି ଛାତ୍ରଛାତ୍ରୀ ଶପଥ ପାଠ କରିଥିଲେ । ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମରେ ବିଭିନ୍ନ ଦିନରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା, ଆଲୋଚନା ଚକ୍ର, ସେମିନାର ଆଦି ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଶିକ୍ଷକ ଅଲେଖ ସାହୁ, ପ୍ରଶାନ୍ତ କୁମାର ପାଣଗ୍ରାହୀ, ଚିତ୍ତରଞ୍ଜନ ବେହେରା, ବ୍ରହ୍ମା ଦୀପ, ଭଗବାନ ଭୁଏ,ଦୀନବନ୍ଧୁ ବାଗ, କିଶୋର ଚନ୍ଦ୍ର ପାଣ୍ଡେ, ନିରଞ୍ଜନ ସାହୁ, ଶାନ୍ତନୁ ଅଦlବର୍ ଆଦି ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ ଏନର୍ଜି କ୍ଲବ ଶିକ୍ଷକ ଆକାଶ କୁମାର ସlହା  ସହଯୋଗ କରୁଥିବାବେଳେ  ଜୁନିଅର ରେଡ଼କ୍ରସ  କାଉନସେଲର ତଥା ପ୍ରକୃତି ପ୍ରେମୀ ଇକୋ କ୍ଲବ ଶିକ୍ଷକ ହେମନ୍ତ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like