-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ଠାରେ ବିଧାୟିକା ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା....

06-Jul-2024



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ସଦର ଦୁର୍ଗା ମଣ୍ଡପ ଠାରେ ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀ ନବ ନିର୍ବାଚିତ ବିଧାୟିକା ଙ୍କ ଉଦ୍ଧେଶ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ।ଏଥିରେ ବିଜେଡ଼ି ବ୍ଲକ ସଭାପତି ସୁରେନ୍ଦ୍ର ସାହୁ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ବିଧାୟିକା ମନୋରମା ମହାନ୍ତି, ସମ୍ମାନିତ ଅତିଥି ଭାବେ ନର୍ଲା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, କେସିଙ୍ଗା ମୁନିସିପାଳଟି ଅଧ୍ୟକ୍ଷ ନୃପରାଜ ଯାଦବ,ମ ରାମପୁର ବ୍ଲକ ପୂର୍ବତନ ବ୍ଳକ ଅଧ୍ୟକ୍ଷ ଯିବେଶ ପଣ୍ଡା, ସରପଞ୍ଚ ସଂଘ ରାଜ୍ୟ ସଭାପତି ରୋମାଞ୍ଚଳ ସାହୁ,କର୍ଲାମୁଣ୍ଡା ବ୍ଳକ କ ଯୋନ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, କଳାହାଣ୍ଡି ଜିଲ୍ଲା ବିଜେଡି ଛାତ୍ର ସଭାପତି ଅଜିତ ସାହୁ ପ୍ରମୁଖ ଯୋଗ ଦେଇ ବିଧାୟିକା ଙ୍କୁ ସ୍ୱାଗତ ଜଣେଇବା ସହ ବିଜେଡି ସଂଗଠନ କୁ ମଜବୁତ କରିବାକୁ ଆହ୍ୱାନ ଦେଇଥିଲେ।କାର୍ଯ୍ୟକ୍ରମ ରେ ଦେବେନ୍ଦ୍ର ସାହୁ ସଂଯୋଜନା କରିଥିବା ବେଳେ ରବି ଶଙ୍କର ନାଗ,ପବିତ୍ର ସାହୁ ,ହୃଦାନନ୍ଦ ସାହୁ ,ଶ୍ରୀନିବାସ ମିଶ୍ର, ଅନ୍ତର୍ଯ୍ୟାମୀ ସାହୁ ଉଦବୋଧନ ଦେଇଥିଲେ ଓ ଯୁଗଳ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଜେଡି ନେତା ଶିବଲାଲ କେଡ଼ିଆ,ଯଶୋବନ୍ତ ସାହୁ,ଯୁଗଳ କିଶୋର ରଣା, ବିକ୍ରମ ସାହୁ,ଯୁବରାଜ ସାହୁ,ଭବାନୀ ସାହୁ,ସଲିମ ଶେଖର ରଣା, ପିଣ୍ଟୁ ରଣା, ଦେବେନ୍ଦ୍ର କୁମାର,ବବୁଲୁ ଦଣ୍ଡସେନା, ସୀମାଞ୍ଚଳ ଭୋଇ,ଫକୀର ସାହୁ,ଚନ୍ଦ୍ର ଭାନୁ ସାହୁ ,ମଗସିର ସାହୁ ଙ୍କ ସମେତ ଅନେକ ବିଜେଡି ନେତା/କର୍ମୀ ଉପସ୍ଥିତ ଥିଲେ। ସେହିପରି ରିଂଜା ଗ୍ରାମ ପଞ୍ଚାୟତ ହାଇସ୍କୁଲ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟିକା ଯୋଗ ଦେଇଥିବା ବେଳେ ରିଷିଡା ଗ୍ରାମ ଉନ୍ନୟନ କମିଟି ଦ୍ଵାରା ଆୟୋଜିତ ସମ୍ବର୍ଦ୍ଧନା ସଭା ରେ ମଧ୍ୟ ବିଧାୟିକା ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like