-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||     

HOME   ଜିଲ୍ଲା

ଆଗଲପୁର ଠାରେ ଥିବା ପି ଡବ୍ଲୁ ଡି ରାସ୍ତା ଅବସ୍ଥା ଅତି ଶୋଚନୀୟ

06-Jul-2024



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ରୁ ଡୁଡୁକା ପଞ୍ଚାୟତ ସମିତି କାର୍ଯ୍ୟାଳୟ କୁ ଯିବା ରାସ୍ତା ଆଗଲପୁର ନିକଟବର୍ତ୍ତୀ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇ ପଡ଼ିଛି l ଉକ୍ତ ପି. ଡବ୍ଲୁ ଡି ରାସ୍ତା ସାଲେଭଟା ରୁ ଆଗଲପୁର ଯାଏ ପ୍ରଶସ୍ତିକରଣ କାମ ଚାଲୁଅଛି ହେଲେ ଆଗଲପୁର ଅଞ୍ଚଳରେ ଥିବା ରାସ୍ତା ଏ ପର୍ଯ୍ୟନ୍ତ କାମ ଆରମ୍ଭ ହୋଇ ନାହିଁ l ଫଳରେ ପୁରୁଣା ରାସ୍ତା ବିଭିନ୍ନ ଜାଗାରେ ଅଣ୍ଠୁଏ ଲେଖାଏଁ ଗାତ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଜାଗା ମାନଙ୍କରେ ବର୍ଷା ପାଣି ଜମି ରହୁଛି। ଯାହା ଫଳରେ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବାର ସୂଚନା ରୁ ପ୍ରକାଶ l ଆଗଲପୁର ହେଉଛି ଏକ ଜନଗହଳି ଅଞ୍ଚଳ, ଏଠାରେ ଡାକ୍ତର ଖାନା, ତହସିଲ କାର୍ଯ୍ୟାଳୟ, ଥାନା, ବସଟାଣ୍ଡ, ସାପ୍ତାହିକ ବଜାର, ଦୈନନ୍ଦିନ ବଜାର ତଥା ବିଭିନ୍ନ ପ୍ରକାରର ଦୋକାନ ଗୁଡ଼ିକ ଥିବା ଦ୍ଵାରା ପ୍ରତିଦିନ ହଜାର ହଜାର ଲୋକ ଙ୍କ ସମାଗମ ଦେଖିବାକୁ ମିଳିଛି l ଏ ସବୁ ଦୃଷ୍ଟିରୁ ଆଗଲପୁର କୁ ଆସିବା ପାଇଁ ରାସ୍ତା ର ନିହାତି ଭାବରେ ନିର୍ମାଣ କାର୍ଯ୍ୟ ଜରୁରୀ ହୋଇ ପଡ଼ିଛି। ତା ସାଙ୍ଗକୁ ପ୍ରତିଦିନ ଶହ ଶହ ସଂଖ୍ୟାରେ ଭାରିଯାନ, ଯିବା ଆସିବା କରୁଛି l ତେଣୁ ତୁରନ୍ତ ରାସ୍ତା କାମ ସାରିବାକୁ ଲୋକେ ଦାବି କରିଛନ୍ତି। ଏ ବିଷୟରେ ଆମେ ବିଭାଗୀୟ ଯନ୍ତ୍ରୀ ଙ୍କୁ ଫୋନ ଜରିଆରେ ଯୋଗାଯୋଗ କରିଥିଲୁ ହେଲେ ଯନ୍ତ୍ରୀ ବାବୁ କଲ ଗ୍ରହଣ କରି ନ ଥିଲେ। ଯଥା ଶୀଘ୍ର ବିଭାଗୀୟ ଅଧିକାରୀ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି। ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଅଞ୍ଚଳ ବାସି ଚେତାବନୀ ଦେଇଛନ୍ତି। ତେଣୁ ଯଥାଶୀଘ୍ର ରାସ୍ତା  ମରାମତି କିମ୍ବା ନୂତନ ଭାବରେ ନିର୍ମାଣ କରିବାକୁ ପ୍ରଶାସନ କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026
  ଜିଲ୍ଲା  
ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ   19-Mar-2026
  ଜିଲ୍ଲା  
*ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   19-Mar-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   19-Mar-2026
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026

You Might Also Like