-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଅସୁରକ୍ଷିତ ଛାତ୍ରୀ ନିବାସ, - ରାତିରେ ପଶି ଯୁବକ ଙ୍କ ଛାତ୍ରୀ ଙ୍କୁ ଅସଦାଚାରଣ - ପ୍ରଶାସନ ନେବ କଡା କାର୍ଯାନୁଷ୍ଠାନ

06-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ର ବୀରମହାରାଜପୁର ବ୍ଲକ ସୁବଳୟା ସ୍ଥିତ କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟ ର ଛାତ୍ରୀ ନିବାସରେ ଏକ ବାହାର ଯୁବକ ପଶି  ଜଣେ ଅନ୍ତେବାସୀ ଙ୍କ ସହିତ ଅସଦାଚଣ କରୁଥିବା ସମୟରେ ଧରା ପଡିଥିବା ନେଇ ସୁବଳୟା ଥାନା ରେ ଅଭିଯୋଗ ହୋଇଛି l ମିଳିଥିବା ସୂଚନା ଅନୁସାରେ ସୁବଳୟା ଠାରେ ଥିବା କସ୍ତୁରବା ଗାନ୍ଧୀ ଛାତ୍ରୀ ନିବାସ କୁ ଗତକାଲି ବିଳମ୍ବିତ ରାତିରେ ସହର ରେ ବିଦ୍ୟୁତ୍ ନ ଥିବା ର ସୁଯୋଗ ନେଇ ସୁବଳୟା ଗାଁ ର ଜଣେ ଯୁବକ ଛାତ୍ରୀ ନିବାସ ଭିତରକୁ ପ୍ରବେଶ କରି ଜୈନିକା ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ । ତେବେ ହଠାତ୍ ବିଦ୍ୟୁତ୍ ଆସିଯିବା ପରେ ଅନ୍ୟ ଛାତ୍ରୀ, ଛାତ୍ରୀ ନିବାସର ରୋସେୟା ଓ ରାତ୍ର ଜଗୁଆଳି ଦେଖି ଯୁବକ କୁ କାବୁ କରି ତୁରନ୍ତ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ସୂଚନା ଦେଇଥିଲେ l ସୂଚନା ପାଇ ପ୍ରଧାନ ଶିକ୍ଷୟତ୍ରୀ ତୁରନ୍ତ ସ୍କୁଲ କୁ ଆସି ସୁବଳୟା ଥାନା ରେ ଲିଖିତ ଅଭିଯୋଗ କଲେ l ଅଭିଯୋଗ କୁ ଆଧାର କରି ପୁଲିସ ଉକ୍ତ ଯୁବକ କୁ ଥାନା ରେ ଅଟକ ରଖିଥିଲା l  ସୂଚନା ଅନୁସାରେ କସ୍ତରିବା ଗାନ୍ଧୀ ବାଳିକା ବିଦ୍ୟାଳୟର ପରିଚାଳନ କମିଟିର ସଭାପତି ସଦାନନ୍ଦ ମହାନନ୍ଦ ଙ୍କ ପୁଅ ଅଜୟ ମହାନନ୍ଦ କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ କୁ ଯାଇ ଜଣେ ଛାତ୍ରୀଙ୍କ ସହ ଅସଦାଚରଣ କରିଥିବା ଘଟଣାକୁ  ସମସ୍ତେ ଗୁରୁତ୍ୱ ର ସହ ନେଇଛନ୍ତି। ଲାଇନ୍ ଆସିବା ପରେ ଅନ୍ୟ ଛାତ୍ରୀ ଏବଂ ନାଇଟ୍ ୱାଚର୍ ଉଭୟଙ୍କୁ ଅସଂଜତ ଅବସ୍ଥାରେ ଦେଖି ପାଟି ତୁଣ୍ଡ କରିବା ସହିତ ଯୁବକଙ୍କୁ ଅଟକ ରଖିଥିଲେ । ହେଲେ ଏତେ ପାଟି ତୁଣ୍ଡ ପରେ ମଧ୍ୟ ସ୍କୁଲ ପରିସର ରେ ଉପର ମହଲ ରେ ଶୋଇ ଥିବା ୱାଡେନର  ଉପରୁ ତଳ କୁ ଆସିନଥିଲେ l ଛାତ୍ରୀ ଏବଂ କର୍ମଚାରୀ ବାରମ୍ବାର ଡାକିବା ପରେ ତଳ କୁ ଆସିଥିଲେ l ଏନେଇ ସୁବଳୟା ଥାନା କେସ ନଂ ୧୬୭ ରେ ଏକ ମାମଲା ରୁଜୁ କରି ଯୁବକକୁ ଅଟକ ରଖି ପଚରାଉଚୁରା କରିବା ସହ ଆଜି ଉଭୟଙ୍କୁ ଡାକ୍ତରୀ ମାଇନା କରିବାକୁ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନା କୁ ପଠାଇ ଥିବା ବେଳେ ଅଭିଯୁକ୍ତ କୁ ଆଜି କୋର୍ଟ ଫରୱାର୍ଡ କରାଯିବ ବୋଲି ବୀରମହାରାଜପୁର ଏସଡିପିଓ ବାସୁଦେବ ଛତ୍ରୀଆ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like