-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବସ୍ ମାଲିକ ସଂଘ ର ବୈଠକ- ସମାନ ଦର ରେ ବସ୍ ଚଳାଇବା ଓ ରାଜ କୋଷ ର ସୁରକ୍ଷା ଦେବା କୁ ବସ୍ ସଂଘ ମିଳିତ ମଞ୍ଚ ର ଦାବୀ

06-Jul-2024



ସୋନପୁର /- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ ହୋତା ରେସିଡେନ୍ସି ଠାରେ ସୁବର୍ଣ୍ଣପୁର ଜିଲ୍ଲା ବସ୍ ମାଲିକ ସଂଘ ଆନୁକୂଲ୍ୟରେ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ର ସମସ୍ତ ଘରୋଇ ବସ୍ ମାଲିକ ସଂଘ କୁ ନେଇ ଏକ ବନ୍ଧୁ ମିଳନ  ଅନୁଷ୍ଠିତ ହୋଇ ଯାଇଛି। ବିଗତ ସରକାର ସମୟ ରୁ ଚାଲିଥିବା ଲକ୍ଷ୍ମୀ ବସ୍ ଚଳା ଚଳ କୁ ପଞ୍ଚାୟତ ରୁ ବ୍ଲକ୍ ମଧ୍ୟ ରେ ସୀମିତ ରଖିବା ପାଇଁ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ଘରୋଇ ବସ ମାଲିକ ମଧ୍ୟ ରେ ଦାବୀ ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା। ଓ ଓଡ଼ିଶା ରେ ନୂତନ ସରକାର ବର୍ତ୍ତମାନ OSRTC ଦ୍ଵାରା ସେଇ ଲକ୍ଷ୍ମୀ ବସ୍ ନାଁ କୁ ମୁଖ୍ୟମନ୍ତ୍ରୀ ବସ୍ ସେବା ରୂପେ ପରିବର୍ତ୍ତନ କରାଇ ସେବା ଆରଂଭ କରି ଥିବା ରୁ ସମାନ ଦର ରେ ବସ୍ ଟିକସ  ନେବା ପାଇଁ ମୋହନ ସରକାର ଙ୍କୁ ଲିଖିତ ଅନୁରୋଧ କରିଛନ୍ତି। ଭୌଗଳିକ ଦୃଷ୍ଟି କୋଣ ରୁ ବିଭିନ୍ନ ଅଞ୍ଚଳ ରେ ବିଭିନ୍ନ ସମସ୍ୟା ଦେଖା ଦେଇଛି ଏହା କୁ ଆଗାମୀ ଦିନ ରେ ସରକାରୀ ଓ ବେସରକାରୀ ସ୍ତର ରେ ସୁଧାର ଆଣିବାକୁ ଏହି ମିଳିତ ମଞ୍ଚ ସବୁ ବେଳେ କାମ କରିବ ବୋଲି ମଧ୍ୟ ପ୍ରସ୍ତାବ ହୋଇଛି l ଏହି ବନ୍ଧୁ ମିଳନ ରେ ଖରୀଆର, ରାୟଗଡ଼ା, ଉମରକୋଟ, ବିଷମକଟକ, ମୁନିଗୁଡା, କୋରାପୁଟ,ସୋନପୁର, ଫୁଲବାଣୀ, ବାଲିଗୁଡା, ପଦମପୁର, ବରଗଡ଼, ବଲାଙ୍ଗୀର, ଟିକାବାଲି, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, ଗୁଣପୁର, ନୂଆପଡ଼ା, ଜୟପୁର, କୁଚିଣ୍ଡା, ଦେବଗଡ଼, ରେଢ଼ାଖୋଲ, କଳାହାଣ୍ଡି, ଝାରସୁଗୁଡ଼ା କୁ ନେଇ ସର୍ବମୋଟ ୨୨ ଜିଲ୍ଲା ର  ସଂଘ କର୍ମକର୍ତ୍ତା  ଯୋଗଦାନ କରିଥିଲେ । ଆଗାମୀ ଦିନ ରେ ଏକ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ ଙ୍କୁ ଭେଟି ମୂଖ୍ୟମନ୍ତ୍ରୀ ମୋ ବସ୍ ସେବା ରେ ଯେମିତି ଆର୍ଥିକ ସ୍ତର ରେ ଓଡ଼ିଶାର ରଜକୋଷ ର କ୍ଷତି ନ ପହଞ୍ଚାଇବ ସେ ବିଷୟ ରେ ଅବଗତ କରାଇବା ବୋଲି ମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like