-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ସାଲେମୁଡ଼ଗା ଓ ସିନ୍ଧେକେଲା ସାହୁ ଭବନ ବନ ମହୋତ୍ସବରେ ଯୋଗଦେଲେ ବିଧାୟକ

06-Jul-2024



ସିନ୍ଧେକେଲା,(ଦୀନେଶ ଜୈନ)  ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ପଂଚାୟତ ଅନ୍ତର୍ଗତ ସାଲେମୁଡଗା ରୁରାଲ ଇଣ୍ଡଷ୍ଟ୍ରିଆଲ ପାର୍କ ନିକଟରେ ଓ ସିନ୍ଧେକେଲା ସାହୁ ଭବନ ଠାରେ ବ୍ଲକ ସ୍ତରୀୟ ୭୫ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୋଟିଏ ଗଛ ନିଜ ମାଁ ପାଇଁ ବୋଲି ନିଜ ଅଭିଭାଷଣ ଦେଇଥିଲେ। ଏହି ବନମହୋତ୍ସବ ରେ ସ୍ୱୟଂ ସହାୟକ ଗୋଷ୍ଠୀର ଶତାଧିକ ମହିଳା ଯୋଗଦେଇ ବନମହୋତ୍ସବ ରେ ସାମିଲ୍ ହୋଇ ଗଛ ଲଗାଇଥିଲେ। ସମ୍ମାନୀତ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା, ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠୀ, ବଙ୍ଗୋମୁଣ୍ଡା ବନାଞ୍ଚଳ ଅଧିକାରୀ ପଦ୍ମନାଭ କୁମ୍ଭାର ଯୋଗଦେଇ ଥିଲେ। ସିନ୍ଧେକେଲା ବନପାଲ ଅଶୋକ କୁମାର ସେଠ, ବଙ୍ଗୋମୁଣ୍ଡା ବନପାଲ ଶ୍ୟାମସୁନ୍ଦର ସାହୁ , ମହଖଣ୍ଡ ବନପାଲ  ଦିବସ ମାଝୀ , ପଣ୍ଡରେନ ବନପାଲ ନବକିଶୋର ଦାସ , ସିନ୍ଧେକେଲା ଫରେଷ୍ଟ ଗାର୍ଡ ହିମାଂଶୁ ପଣ୍ଡା , ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ଉପ ସଭାପତି ଅନିଲ କୁମାର ତ୍ରିପାଠୀ ପ୍ରମୁଖ ସହଯୋଗ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସିନ୍ଧେକେଲା ଜୋନ ଜିଲ୍ଲା ପରିଷଦ ସଦସ୍ୟ ଦାମୁ ସୁନା , ସିନ୍ଧେକେଲା ବିଜେପି ମଣ୍ଡଳ ସଭାପତି ମୁନୀରାମ ନାଗ , ସମ୍ପାଦକ କହ୍ନେୟା ଜୈନ , ବଙ୍ଗୋମୁଣ୍ଡା ମଣ୍ଡଳ ସଭାପତି ନରସିଂହ ଥନାପତୀ , ଯୁବମୋର୍ଚା ସଭାପତି ନୌରାଜ ରଣା , ହେମନ୍ତ ସାହୁ, ରୋହିତ ସାହୁ, ପର୍ମା ସାହୁ , ଜୟନ୍ତ ଖମାରୀ , ଜଗନ୍ନାଥ ବେହେରା, ପପୁ ସାହୁ , ବାବୁ ଲାଲ ସାହୁ , ମାରୱାଡି ଯୁବାମଞ୍ଚ ସଭାପତି ଅମିତ ଜୈନ ଙ୍କ ସହ ସିନ୍ଧେକେଲା ଅଞ୍ଚଳର ବହୁ ବିଜେପି କର୍ମୀ ଉପସ୍ଥିତ ରହିଥିଲେ। ମୁଖ୍ୟ ଅତିଥି ବିଧାୟକ ଶ୍ରୀ ବାଗ ଚାରା ରୋପଣର ଶୁଭାରମ୍ଭ କରିଥିଲେ। ୨ ହଜାର ଚାରା ରୋପଣର ଶୁଭାରମ୍ଭ ହୋଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like