-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   (15-May-2026)       ||      ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   (15-May-2026)       ||      ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   (15-May-2026)       ||      ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   (15-May-2026)       ||      ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||     

HOME   ଜିଲ୍ଲା

କ୍ରୁଟ୍ ପକ୍ଷରୁ ରଥଯାତ୍ରାରେ ଗଡ଼ିବ ସ୍ୱତନ୍ତ୍ର ବସ୍ ସେବା

06-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ )ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା – ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ – କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ)
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ – ତାଳବଣିଆ ବସ୍
 ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ୍ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

ଏଇ(ଏୟାର୍‌ପୋର୍ଟ ଏକ୍ସପେସ୍‌)୧, ଏଇ୨, ୫୨, ୬୦ ଏବଂ ୬୧ ନମ୍ବର ରୁଟ୍ ଗୁଡ଼ିକରେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ ପର୍ଯ୍ୟନ୍ତ କ୍ରୁଟ୍ ବସ୍ ସେବା ସ୍ଥଗିତ ରହିବ । କିନ୍ତୁ ୧୦ରୁ ୧୪ ତାରିଖ ମଧ୍ୟରେ ପୂର୍ବଭଳି ରୁଟ୍ ଗୁଡ଼ିକରେ ବସ୍ ଚାଲୁ ରହିବ ।
[ଏହାଦ୍ୱାରା ଶ୍ରଦ୍ଧାଳୁମାନେ ସୁବିଧାରେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ । ଯାତ୍ରୀମାନଙ୍କ ଯାତାୟତ ନିମନ୍ତେ କ୍ରୁଟ୍ ବସ୍ ନିୟମିତ ବ୍ୟବଧାନରେ ଦିନ ତମାମ ଚାଲୁ ରହିବ । ଏହି ସ୍ୱତନ୍ତ୍ର ବସ୍ ସେବା ଏବଂ ସମୟ ସୂଚୀ ବିଷୟରେ କ୍ରୁଟ୍ ସାମାଜିକ ଗଣମାଧ୍ୟମରୁ ଅଧିକ ସୂଚନା ପାଇପାରିବେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   15-May-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   15-May-2026
  ରାଜ୍ୟ  
ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   15-May-2026
  ଜିଲ୍ଲା  
ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   15-May-2026
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026

You Might Also Like