-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||     

HOME   ଜିଲ୍ଲା

କେଜିବିଭି ହଷ୍ଟେଲ ରେ ଛାତ୍ରୀକୁ ଅସଦାଚାରଣ ପରିଚାଳନା କମିଟି ସଭାପତି ଙ୍କ ପୁଅ ଗିରଫ

06-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ସ୍ଥିତ କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଏକ ବାହାର ଯୁବକ ପଶି ଜଣେ ଅନ୍ତେବାସୀଙ୍କ ସହିତ ଅସଦାଚଣ କରୁଥିବା ସମୟରେ ଧରାପଡିଥିବା ନେଇ ସୁବଳୟା ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସହରରେ ବିଦ୍ୟୁତ୍ ନ ଥିବାର ସୁଯୋଗ ନେଇ ସୁବଳୟା ଠାରେ ଥିବା କସ୍ତୁରବା ଗାନ୍ଧୀ ଛାତ୍ରୀ ନିବାସକୁ ସୁବଳୟା ଗାଁ ର ଜଣେ ଯୁବକ  ପ୍ରବେଶ କରି ଜୈନିକା ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ l  ତେବେ ହଠାତ୍ ଲାଇନ୍ ଆସିବା ପରେ ଅନ୍ୟ ଛାତ୍ରୀ ଏବଂ ନାଇଟ୍ ୱାଚର୍ ଉଭୟଙ୍କୁ ଅସଂଜତ ଅବସ୍ଥାରେ ଦେଖି ପାଟି ତୁଣ୍ଡ କରିବା ସହିତ ଯୁବକକୁ କାବୁ କରି ତୁରନ୍ତ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ସୂଚନା ଦେଇଥିଲେ। ସୂଚନା ପାଇ ପ୍ରଧାନ ଶିକ୍ଷୟତ୍ରୀ ତୁରନ୍ତ ସ୍କୁଲକୁ ଆସି ସୁବଳୟା ଥାନା ରେ ଲିଖିତ ଅଭିଯୋଗ କରିଥିଲେ। ହେଲେ ଏତେ ପାଟି ତୁଣ୍ଡ ପରେ ମଧ୍ୟ ସ୍କୁଲ ପରିସରରେ ଉପର ମହଲରେ ଶୋଇଥିବା ୱାଡେନ ଉପରୁ ତଳକୁ ଆସି ନଥିଲେ। ଅଭିଯୋଗକୁ ଆଧାର କରି ପୁଲିସ ଉକ୍ତ ଯୁବକକୁ ଥାନାରେ ଅଟକ ରଖିଥିଲା। ସୂଚନା ଅନୁସାରେ କସ୍ତୁରିବା  ଗାନ୍ଧୀ ବାଳିକା ବିଦ୍ୟାଳୟର ପରିଚାଳନ କମିଟିର ସଭାପତି ସଦାନନ୍ଦ ମହାନନ୍ଦଙ୍କ ପୁଅ ଅଜୟ ମହାନନ୍ଦ ବିଦ୍ୟାଳୟର ହଷ୍ଟେଲକୁ ଯାଇ ଜଣେ ଛାତ୍ରୀଙ୍କ ସହ ଅସଦାଚରଣ କରିଥିବା ଏ ସମ୍ବେଦନଶୀଳ ଘଟଣାକୁ  ସମସ୍ତେ ଗୁରୁତ୍ୱର ସହ ନେଇଛନ୍ତି। ଏନେଇ ସୁବଳୟା ଥାନା କେସ ନଂ ୧୬୭ ରେ ଏକ ମାମଲା ରୁଜୁ କରି ଯୁବକକୁ ଅଟକ ରଖି ପଚରାଉଚୁରା କରିବା ସହ ଆଜି ଉଭୟଙ୍କୁ ଡାକ୍ତରୀ ମାଇନା କରିବାକୁ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇଥିବା ବେଳେ ଅଭିଯୁକ୍ତ କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ବୀରମହାରାଜପୁର ଏସଡିପିଓ ବାସୁଦେବ ଛତ୍ରିଆ ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍କୁଲ୍ ସଭାପତି ପଦରୁ ମଧ୍ୟ ସଦାନନ୍ଦ ଙ୍କୁ ହଟାଇବା ପାଇଁ ଏ ଅଞ୍ଚଳ ର ବୁଦ୍ଧିଜୀବି ମାନେ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026

You Might Also Like