-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ମହୁଲପଡା ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ

06-Jul-2024



ବୋଡ଼େନ (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବିଭିନ୍ନ ସ୍ଥାନରେ ବନ ମହୋତ୍ସବ ସପ୍ତାହ ପାଳିତ ହେଉଥିବା ବେଳେ ଆଜି ମହୁଲ ପଡା  ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଗୌର ହରି ମେହେରଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସମାଜ ସେବୀ ସଞ୍ଜୀବ କୁମାର ପାତ୍ର,ଫରେଷ୍ଟ ଅଫିସର ଗଗନ ବିହାରୀ ହଂସ ମୁଖ୍ୟ ବକ୍ତା ରୂପେ ଅଳଙ୍କୃତ ଥିଲେ ।ବିଶିଷ୍ଟ ଅତିଥି ଡ଼ା ମୋହନ ଖମାରୀ,ସମ୍ମାନିତ ଅତିଥି ଭାବେ ଫରେଷ୍ଟ ଅଫିସର ଶିବ ରାମ ପଟେଲ,ସାମ୍ବାଦିକ ରାମ ନାଥ ପଣ୍ଡା,ସମାଜ ସେବୀ ବନ ବିହାରି ହଂସ,ଫରେଷ୍ଟ ଗାର୍ଡ ନନ୍ଦିନୀ ସୁନାନି ଓ ଜୟନ୍ତୀ ମାଝୀ ମଞ୍ଚାସିନ ଥିଲେ ।ବିଦ୍ୟାଳୟର ଖେଳ ଶିକ୍ଷକ ଦେବାଶିଷ ଯୋଶୀଙ୍କ ନିର୍ଦ୍ଦେଶନାରେ କଳର ପାର୍ଟି ଓ ସ୍କାଉଟ ଗାଇଡ ଅତିଥି ମାନଙ୍କୁ ସ୍ଵାଗତ ଜଣାଇବା ସହ ପାଛୋଟି ନେଇଥିଲେ । ବରିଷ୍ଠ ଶିକ୍ଷକ ବିଘ୍ନ ରାଜ ସୂପକାର ମଞ୍ଚ ପରିଚାଳନା କରିଛନ୍ତି ।ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ହଂସ ୧୯୫୦ ମସିହାରୁ ଆଜି ଯାଏଁ ସମାଜ ପରିବର୍ତ୍ତନରେ ଭୌଗଳିକ ପରିବର୍ତ୍ତନର ପ୍ରଭାବ ଜନ ସମାଜରେ କେତେ କ୍ଷତି କରୁଛି ଏବଂ ସେହି କ୍ଷତି ଆମ୍ଭେମାନେ ସହ୍ୟ କରିଚାଲିଛୁ ତାହା ବିବିଧ ଉଦାହରଣ ମାଧ୍ୟମରେ ଛାତ୍ର ଛାତ୍ରୀଙ୍କୁ ପ୍ରେରଣା ଯୋଗାଇବା ନିମିତ୍ତ ଉପସ୍ଥାପନ କରିଥିଲେ ।ସେ ଯେଉଁଠି ଗଲେ କୁଇଜ୍ ପ୍ରତିଯୋଗିତା କରାଇବା ତାଙ୍କର ନିୟମିତ ଅଭ୍ୟାସ ହୋଇ ଗଲାଣି ତାହା ଆଜି ମଧ୍ୟ ଦେଖିବାକୁ ମିଳିଥିଲା ।

ବୃକ୍ଷ ରୋପଣ କରିବା ଦ୍ଵାରା ତିଆରି ହେଉଥିବା ବନାନୀ ଆମ୍ଭମାନଙ୍କୁ ବଞ୍ଚିବାରେ କେମିତି ସହଯୋଗ କରେ ଏବଂ କିଭଳି ଭାବରେ ମେଘ ଆକର୍ଷଣ କରି ଭୁପୃଷ୍ଠରେ ବର୍ଷା କରାଏ , ବନ ଭୂମି ଅବା ବୃକ୍ଷ ହିଁ କେବଳ ମେଘକୁ ଟାଣି ରଖେ ଯଦ୍ୱାରା ଜଳା ଭାବ ଦେଖା ଦିଏନି ବୋଲି ଅନ୍ୟ ଅତିଥି ମତ ବ୍ୟକ୍ତ କରିଛନ୍ତି ।ବିଦ୍ୟାଳୟରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବତ୍କୃତା,ଚିତ୍ରାଙ୍କନ ଓ  କୁଇଜ୍ ପ୍ରତିଯୋଗିତା କରାଯାଇ କୃତି ଛାତ୍ର ଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଛି ।ବିଦ୍ୟାଳୟ ପରିସରରେ ଆମ୍ବ ଗଛ ସମେତ ଅନ୍ୟ କିଛି ବୃକ୍ଷ ରୋପଣ କରାଯାଇଛି ।କାର୍ଯ୍ୟକ୍ରମରେ ଶିକ୍ଷକ ଗଣ ଯୋହସ୍ୟ ଛତ୍ରିଆ,ବନ୍ଦନା ପତି,ଦୁର୍ଜନ ବଗର୍ତ୍ତୀ,ରୁପେସ କୁମାର ନାଏକ,ଦେବାଶିଷ ଯୋଶୀ, ସୌମିତ କୁମାର ମଣ୍ଡଳ,ବିନୟ କୁମାର ସିଂ ଙ୍କ ସମେତ ଅଣ ଶିକ୍ଷକ ଜଗବନ୍ଧୁ ହଂସ,ଭବାନୀ ଶଙ୍କର ନାଗ,ବିକାଶ କୁମାର ହଂସ, ଡିଗ୍ରେ ଶ୍ୱର ନିଆଳ ଏବଂ ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ରହି ସକ୍ରିୟ ଭୂମିକା ନିର୍ବାହ କରି ଛନ୍ତି ।ଶିକ୍ଷକ ବିରେନ୍ଦ୍ର ବଢେଇ ଧନ୍ୟବାଦ୍ ଅର୍ପଣ କରିଥିଲେ ।ଠିକ୍ ସେହିଭଳି ବ୍ଲକର ଅନ୍ୟ ଦୁଇ ବିଦ୍ୟାଳୟ ତରାପୁର ପ୍ରାଥମିକ ବିଦ୍ୟାଳୟ ଓ କରଙ୍ଗାମାଲ ଉଚ୍ଚ ବିଦ୍ୟାଳୟରେ ଉପରୋକ୍ତ ବନ କର୍ମଚାରୀ ଉପସ୍ଥିତ ରହି ବୃକ୍ଷ ରୋପଣ ସହିତ ବନ ମହୋତ୍ସବ ସପ୍ତାହ ପାଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like