-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁସଂଗ ଠାରେ ଲୋଇସିଂହା ବନ ବିଭାଗ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

06-Jul-2024



ଲୋଇସିଂହା, (ବିନୋଦ କୁମାର ଦୀପ) ସାରା ଓଡିଶା ରେ ୭୫ତମ୍ ବନ ମହୋତ୍ସବ ସପ୍ତାହ ପାଳନ କରୁଥିବା ବେଳେ ଆଜି ଷଷ୍ଠ ଦିନରେ ଲୋଇସିଂହା ଅଧିନସ୍ଥ କୁସଂଗ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି l ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ପରମେଶ୍ୱର ସିଂ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ  ମୁଖ୍ୟଅତିଥି ଭାବେ ଲୋଇସିଂହା ବନାଞ୍ଚଳ ଅଧିକାରୀ ଶ୍ରୀ ପାଉଲ ହରପାଲ  ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଫରେଷ୍ଟର ସମୀର ରଞ୍ଜନ ମହାପାତ୍ର   ଯୋଗ ଦେଇଥିଲେ l ଏହାସହ ଶିକ୍ଷା ବିଭାଗ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ଏବଂ ଯୁବ ରେଡକ୍ରସ ଅଫିସର ଶ୍ରୀଯୁକ୍ତ ସରୋଜ କୁମାର ବାରିକ, ବିଦ୍ୟାଳୟ ର ଅଧ୍ୟାପକ ଅଧ୍ୟାପିକା ଓ ଯୁବ ରେଡକ୍ରସ ଶାଖାର ଶତାଧିକ ଛାତ୍ରଛାତ୍ରୀ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଗୋଟିଏ ଲେଖାଏଁ ବୃକ୍ଷରୋପଣ କରିଥିବା ଦେଖିବାକୁ ମିଳିଥିଲା l

ପରେ ଲୋଇସିଂହା ବନାଞ୍ଚଳ ଅଧିକାରୀ ଶ୍ରୀ ପାଉଲ ହରପାଲ  ତାଙ୍କ ବକ୍ତବ୍ୟ ରେ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷର ଆବଶ୍ୟକତା ତଥା ଜଳବାୟୁ ପରିବର୍ତ୍ତନ ,ମୃତ୍ତିକା ସଂରକ୍ଷଣ ,ପ୍ରାକୃତିକ ଦୁର୍ବିପାକ, ସୁସ୍ଥ ଓ ସ୍ୱଚ୍ଛ ପରିବେଶ, ଟାଙ୍ଗରା ଭୂମିରେ ବୃକ୍ଷ ରୋପଣ, ଆଜିକାର ଦିନରେ ବୃକ୍ଷରୋପଣ ସଠିକ ଭାବେ ନ ହେବାରୁ ସମାଜ ପ୍ରତି ଏହାର କୁ ପ୍ରଭାବ ପଡିବା ସହ ମଣିଷ କୁ ବିଭିନ୍ନ ସମସ୍ୟା ର ସମ୍ମୁଖୀନ ହେବାକୁ ପଡୁଛି l ଏହି ସମସ୍ୟା କୁ ଦୃଷ୍ଟି ଆଗରେ ରଖି ଯଶ୍ୱସୀ ପ୍ରଧାନମନ୍ତ୍ରୀ ମାଁ ପାଇଁ ଗଛଟିଏ ଲଗେଇବା ପାଇଁ ଜନସମାଜ କୁ ଆହ୍ବାନ  ଦେଇଛନ୍ତି l ତେଣୁ ସମସ୍ତ ଛାତ୍ରଛାତ୍ରୀ ପ୍ରତିବର୍ଷ ଗୋଟାଏ ଲେଖାଏଁ ବୃକ୍ଷରୋପଣ କଲେ ଆମଦେଶ ସବୁଜିମା ଜଙ୍ଗଲମୟ ଦେଖାଯିବା ସହ ପରିବେଶ ର ସୁରକ୍ଷା ହୋଇପାରିବ ବୋଲି ପ୍ରକାଶ କରିଥିଲେ l ଶେଷରେ ବନବିଭାଗ ର ଅଧିକାରୀ, କର୍ମଚାରୀ ଏବଂ ବିଦ୍ୟାଳୟ ର ଅଧ୍ୟାପକ ଓ ଛାତ୍ରଛାତ୍ରୀ ମାନେ ସମସ୍ତେ ପରିବେଶ ର ସୁରକ୍ଷା ନିମନ୍ତେ ଗାଁ କୁ ଯାଇ ଗୋଟାଏ ଲେଖାଏଁ ବୃକ୍ଷ ଲଗାଇବା ପାଇଁ ଶପଥ ନେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026

You Might Also Like