-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ରାଜ୍ୟ

ବିଜୁ ଛାତ୍ର ଜନତା ଦଳ ର ଆଗାମୀ କାର୍ଯ୍ୟକ୍ରମ ପାଇଁ ୱେବିନାର ମାଧ୍ୟମରେ ଆଲୋଚନା ଜୋର ଧରିଛି

06-Oct-2020



Bhubaneswar.05/10- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ନୂତନ ଭାବେ ଚୟନ ହୋଇଥିବା ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ମାନଙ୍କୁ ନେଇ ଏକ ଆଲୋଚନାଚକ୍ର ବା ୱେବିନର ଆୟୋଜିତ ହୋଇଥିଲା ଯେଉଁଥିରେ ବିଜୁ ଯୁବ ଛାତ୍ର ଦଳର ଭାରପ୍ରାପ୍ତ  ସଭାପତି ଶ୍ରୀ ପ୍ରଣବ ବଳବନ୍ତରାୟ, ବିସିଜେଡି ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଏବଂ ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟଙ୍କ ଉପସ୍ଥିତରେ ସମସ୍ତ ଜିଲ୍ଲା ସଭାପତି ଉପସ୍ଥିତ ଥିଲେ । ଏଥିରେ ବିଜୁ ଛାତ୍ର ଜନତା ଦଳର ସମସ୍ତ ଜିଲ୍ଲା ସଭାପତି ନିଜର ପରିଚୟ ପ୍ରଦାନ କରିଥିଲେ। ବିଶେଷକରି ଜିଲ୍ଲା କମିଟି ଗଠନ ଏବଂ ଅଗାମିଦିନରେ କିପରି ସଂଗଠନ ଆହୁରି ମଜବୁତ ହେବ ଓ ବିସିଜେଡିର ଆଗାମୀ କାର୍ଯ୍ୟକଳାପ ବିଷୟକୁ ନେଇ ଏହି ୱେବିନାର ଆୟୋଜିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like