-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ନଶା ମୁକ୍ତ ଭାରତ ଅଭିଯାନ କମିଟି ବୈଠକ : ତୃଣମୂଳ ସ୍ତରରୁ ଏ ଅଭିଯାନ କୁ ବ୍ୟାପକ କରିବାକୁ ଗୁରୁତ୍ୱାରୋପ

06-Jul-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ନଶା ମୁକ୍ତ ଭାରତ ଅଭିଯାନ କମିଟିର ପ୍ରଥମ ବୈଠକ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଉପସ୍ଥିତ ସମସ୍ତ ସଦସ୍ୟ ସଦସ୍ୟା ମାନଙ୍କୁ ବୈଠକରେ ସ୍ବାଗତ କରିଥିଲେ । ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଦ୍ବାରା ପ୍ରସ୍ତୁତ ନଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକାରିତା ପରିପ୍ରେକ୍ଷୀରେ  ସୁବର୍ଣ୍ଣପୁର ଜିଲ୍ଲା କୁ କିପରି ତୃଣମୂଳ ସ୍ତରରୁ ନଶା ମୁକ୍ତ କରାଯିବ ସେ ବିଷୟରେ ଗମ୍ଭୀରତାର ସହ ଆଲୋଚନା କରାଯାଇଛି । ବୈଠକରେ ଯୋଗଦେଇଥିବା ବିଭିନ୍ନ ବିଭାଗର ଅଧିକାରୀ , ଏନ.ଜି.ଓ କର୍ମକର୍ତ୍ତା ତଥା ସଦସ୍ୟ ସଦସ୍ୟା ମାନେ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ସ୍କୁଲ ଓ କଲେଜ ସ୍ତରରେ ଶିକ୍ଷକ, ଛାତ୍ର ଛାତ୍ରୀ, ସ୍କୁଲ କମିଟି ଏବଂ ଅଭିବାବକ ମାନଙ୍କୁ ନେଇ ବିଶେଷ ବୈଠକ ମାଧ୍ୟମରେ ସଚେତନତା  କରିବା ସହ ଆବଶ୍ୟକ ପଦକ୍ଷେପ ନେବାପାଇଁ ନିଷ୍ପତ୍ତି ନିଆଗଲା । ନଶାର କୁପ୍ରଭା ଉପରେ
ଆଲୋଚନା ଏବଂ ସଚେତନତା ପାଇଁ ବିଦ୍ୟାଳୟ ଗୁଡ଼ିକରେ ଛାତ୍ର କ୍ଲବ ଗଠନ କରାଯାଇ ତୃଣ ମୂଳ ସ୍ତରରେ ଏହି କାର୍ଯ୍ୟକ୍ରମ କୁ ବ୍ୟାପକ କରାଯିବାକୁ ଗୁରୁତ୍ୱାରୋପ କରାଯାଇଛି l ମାଷ୍ଟର ଭୋଲେଣ୍ଟିଆର ମାନଙ୍କ ଦ୍ବାରା ନଶା ରେ ପୀଡିତ ଏବଂ ବ୍ୟବହାରକାରୀଙ୍କ ଚିହ୍ନଟ କରି ସେମାନଙ୍କୁ ପରାମର୍ଶ ଏବଂ ଚିକିତ୍ସା ପାଇଁ ପୁନର୍ବାସ କେନ୍ଦ୍ର ଏବଂ ଚିକିତ୍ସାଳୟ ନେବା ପାଇଁ ଆବଶ୍ୟକ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଛି l ଜିଲ୍ଲାର ତୃଣ ମୂଳ ସ୍ତରରୁ ଏହି ଅଭିଯାନକୁ ବ୍ୟାପକ କରିବା ନିମନ୍ତେ ପଂଚାୟତ ସ୍ତରରୁ ବ୍ଲକ ସ୍ତର ଏବଂ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଗରେ ଆବଶ୍ୟକ ସଚେତନତା ନିମନ୍ତେ ପି ଆର ଆଇ ପ୍ରତିନିଧି, ଏସ ଏଚ ଜି ସଦସ୍ୟା ବୃନ୍ଦ, ସାମାଜିକ ଅନୁଷ୍ଠାନ, ବିଶିଷ୍ଠ ବ୍ୟକ୍ତି ବିଶେଷ ଙ୍କମାଧ୍ୟମରେ କିପରି ସମ୍ପୂର୍ଣ ନିଶା ମୁକ୍ତ କରାଯିବ ସେ ଉପରେ ଆଲୋଚନା କରାଗଲା । ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନ ଏହି ନଶା ମୁକ୍ତ ଭାରତ ଅଭିଯାନ  କୁ ଜିଲ୍ଲାରେ ସଫଳ କରିବା ପାଇଁ ଆଗେଇ ଆସିବାକୁ ଆହ୍ୱାନ କରିଛନ୍ତି l ଶେଷରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଭାସ କୁମାର କର୍ଣ୍ଣ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ଡି.ଏସ.ପିଶ୍ରୀଯୁକ୍ତି ପ୍ରତାପ କୁମାର ରଣା, ଡି.ପି.ଇ.ଓ ଶ୍ରୀଯୁକ୍ତ ସତ୍ୟନାରାୟଣ ତ୍ରିପାଠୀ, ଡି.ଆଇ.ଏଣ୍ଡ ପି.ଆର. ଓ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ଭୋଇ, ପ୍ରୋଗ୍ରାମ ଅଧିକାରୀ ଅନିତା ଗୁରୁ, ଅତିରିକ୍ତ ଜିଲ୍ଲା କଲ୍ୟାଣ ଅଧିକାରୀ ସଂଯୁକ୍ତା ମାଝୀ,ସମସ୍ତ ବିଏସଏସଓ ସହ ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ,ଏନ.ଜି .ଓ, ସମାଜସେବୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ସଭାରେ ଜନ୍ମେଜୟ ମହାକୁର, ଉମାକାନ୍ତ ହୋତା, ସମୀକ୍ଷା ପୁରୋହିତ, ଗୁପ୍ତେଶ୍ବର ପଧାନ ପ୍ରମୁଖ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like