-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||     

HOME   ରାଜ୍ୟ

ରେଡ଼କ୍ରସ ତରଫରୁ ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର ଉଦଘାଟିତ

06-Jul-2024



ପୁରୀ, ତା. ୦୬/୦୭  ( ପ୍ରେରଣା ଖବର  ) : ଭାରତୀୟ ରେଡ଼କ୍ରସ  ସୋସାଇଟି  ଓଡ଼ିଶା ରାଜ୍ୟ ଶାଖା ତରଫରୁ  ପବିତ୍ର ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର  ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ଠାରେ ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥିଭାବେ ମହାମହିମ ଓଡ଼ିଶାର ରାଜ୍ୟପାଳ  ରଘୁବର ଦାସ ଯୋଗ ଦେଇ ଶିବିରକୁ  ଉଦ୍ଘାଟନ କରିଥିଲେ। ଅନ୍ୟ ସମ୍ମାନୀତ ଅତିଥିଭାବେ   ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଓ   ଉଚ୍ଚଶିକ୍ଷା ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୁରଜ ଯୋଗ ଦେଇଥିଲେ ।  କାର୍ଯ୍ୟକ୍ରମରେ ଓଡ଼ିଶାର ସମସ୍ତ ଜିଲ୍ଲାରୁ ରେଡ଼କ୍ରସ ସ୍ୱେଚ୍ଛାସେବୀ ମାନେ ଯୋଗ ଦେଇଥିଲେ। ରଥଯାତ୍ରା ସମୟରେ ସ୍ୱେଚ୍ଛାସେବୀମାନେ ବିପତ୍ତି ବିପର୍ଯ୍ୟୟ ପରିଚାଳନା, ପ୍ରାଥମିକ ଚିକିତ୍ସା, ପାଣି ସିଞ୍ଚନ, ପାଣି ବଣ୍ଟନ, ସଫେଇ କାର୍ଯ୍ୟ, ବୃଦ୍ଧବୃଦ୍ଧା ତଥା ଅସହାୟ  ବ୍ୟକ୍ତି ବିଶେଷ  ମାନଙ୍କୁ ସହାୟକ ହୋଇ ସାହାଯ୍ୟ କରି କାର୍ଯ୍ୟ ସମାପନ କରିବେ । ଭାରତୀୟ ରେଡ଼କ୍ରସ ସୋସାଇଟିର  ଅବୈତନିକ ସଚିବ ବିଭୁତି ଭୂଷଣ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମକୁ  ଓଡ଼ିଶା ର ଯୁବ ରେଡ଼କ୍ରସ ର ସଂଯୋଜକ ରମେଶ ବେହେରା  କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମାଷ୍ଟର ଟ୍ରେନର ଗୋପାଳ ମିଶ୍ର ଓ ଜୁନିଅର ରେଡ଼କ୍ରସ     ଅଫିସର ଲକ୍ଷ୍ମଣ ସ୍ୱାଇଁ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ୭୦୦ରୁ ଅଧିକ ରେଡ଼କ୍ରସ ସ୍ୱେଚ୍ଛାସେବୀ ସାମାଜିକ ଶିବିରରେ  ଯୋଗ ଦେଇଛନ୍ତି , ଯେଉଁମାନେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସେବା ଯୋଗାଇବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    20-Mar-2026
  ଜିଲ୍ଲା  
ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   20-Mar-2026
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026

You Might Also Like