-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||     

HOME   ଜିଲ୍ଲା

ରଥଯାତ୍ରା ପରିଚାଳନା ପାଇଁ ପ୍ରଶାସନ ଓ ମନ୍ଦିର କମିଟିର ସମନ୍ୱୟ ବୈଠକ

06-Jul-2024




ବୋଡ଼େନ (-ରାମନାଥ ପଣ୍ଡା )ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସଭା ଗୃହରେ ନୂଆପଡ଼ା ଏ ଡି ଏମ ଭୀମ ସେନ ଶବରଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଏକ ବୈଠକ ମନ୍ଦିର କମିଟି ଓ ବ୍ଲକ କର୍ମଚାରୀଙ୍କ ସହିତ ଅନୁଷ୍ଠିତ ହୋଇଥିଲା । ଶ୍ରୀଯୁକ୍ତ ଶବର ବିଭିନ୍ନ ସମସ୍ୟା ଗୁଡ଼ିକର ସମାଧାନ କିପରି କରାଯିବ ତାହା ପାଇଁ ଉଭୟ ସରକାରୀ କର୍ମଚାରୀ ଓ ଜନସାଧାରଣଙ୍କ ସକ୍ରିୟ ଭୂମିକାର ଆବଶ୍ୟକତାକୁ ପ୍ରାଧାନ୍ୟତା ଦେଇଥିଲେ ।ଅନୁଷ୍ଠିତ ସଭାରେ ବି ଡି ଓ ପ୍ରିୟରଞ୍ଜନ କୁମାର,ତହସିଲଦାର ସରିତା ଗୁପ୍ତା,ସହାୟକ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ ,ଜି ପି ଇ ଓ ପ୍ରଫୁଲ୍ଲ କୁମାର ନାଏକ ମଞ୍ଚାସିନ ଥିଲେ । ବ୍ଲକର ୭ ଟି ସ୍ଥାନ ପାତାଳ ଗଙ୍ଗା, ତରାପୂର, ରୋକାଲ,କରଙ୍ଗାମାଲ,ପଲସଦା,ଡମଝର ଓ ଖଇରା ଠାରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଯାତ୍ରା  କରାଯାଇଥାଏ । ରଥ ଯାତ୍ରା ଗୁଡ଼ିକ ଯେମିତି ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ ହୋଇପାରିବ ତା'ରି ପାଇଁ ପ୍ରଶାସନ ପକ୍ଷରୁ ମନ୍ଦିର   ପରିଚାଳନା କମିଟିର ସଦସ୍ୟ ଓ ବ୍ଲକର ବିଭିନ୍ନ ବିଭାଗ ଯଥା ପଞ୍ଚାୟତିରାଜ,କୃଷି ବିଭାଗ,ପୋଲିସ , ଜଳ ଯୋଗାଣ,ରାଜସ୍ବ,ଅବକାରୀ,ଆଇନଜୀବୀ ମାନଙ୍କୁ ନେଇ ବୈଠକ  କରାଯାଇଛି ।ପ୍ରତ୍ୟେକ ସ୍ଥାନକୁ ପ୍ରଶାସନ ପକ୍ଷରୁ କର୍ମଚାରୀଙ୍କୁ ପ୍ରେରଣ କରିବାର ତାଲିକା ପ୍ରସ୍ତୁତ କରି ଜିଲ୍ଲା ପ୍ରଶାସନକୁ ଲିଖିତ ଭାବେ ଜଣାଇ ଦିଆଯାଇଛି ।ସଭାରେ ସରପଂଚ ,ଆଇନଜିବୀ ,ମନ୍ଦିର କମିଟି ସଦସ୍ୟ,ଜି ଆର୍ ଏସ,ରାଜସ୍ବ ନୀରିକ୍ଷକ,ପି ଇ ଓ,ଜଳ ଓ ପରିମଳ ଯନ୍ତ୍ରୀ,ବ୍ଲକ କନିଷ୍ଠ ଯନ୍ତ୍ରୀ ମାନେ ସାମିଲ ଥିଲେ ।ପୋଲିସ ଏସ ଆଇ ଡି ଡି ଦାସ ଶାନ୍ତି ଶୃଙ୍ଖଳାରେ ଅବହେଳା ହେବ ନାହିଁ ବୋଲି ମତ ବ୍ୟକ୍ତ କରିଛନ୍ତି ।ବି ଡି ଓ ମଧ୍ୟ ସବୁ ବିଭାଗକୁ ସକ୍ରିୟ ରହିବାକୁ ନିର୍ଦ୍ଦେଶ କରିଛନ୍ତି ।ଜି ପି ଇ ଓ ପ୍ରଫୁଲ୍ଲ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026

You Might Also Like