-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||     

HOME   ଜିଲ୍ଲା

ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ବୃକ୍ଷରୋପଣ କାର୍ଯକ୍ରମ 

06-Jul-2024



ଆଜି ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ର ସମ୍ମୁଖ ରେ ଥିବା ପଡିଆରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମାଲ ଙ୍କ ନେତୃତ୍ଵରେ ବହୁ ମୂଲ୍ୟବାନ ଗଛରୋପଣ କରାଯାଇଛି। ଜିଲ୍ଲାର ସମସ୍ତ ପୋଲିସ କର୍ମଚାରୀଙ୍କ ଉପସ୍ଥିତି ରେ ଆଜି ନଡ଼ିଆ, ଆମ୍ବ, ସଫେଟା, ତଥା ବିଭିନ୍ନ ପ୍ରଜାତିର ମୂଲ୍ୟବାନ ଫଳ ଓ ଓଷଧୀୟ ବୃକ୍ଷରୋପଣ କରାଯାଇଛି। ଜିଲ୍ଲା ପୋଲିସ ର ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ବନ ବିଭାଗର

ମୂଖ୍ୟ ଡି ଏଫ୍ ଓ ମଦନ ଲାଲ୍ ଶର୍ମା ଗଛର ଯତ୍ନ ଓ ବୃକ୍ଷର ବ୍ୟାପକ ରୋପଣ ବିଷୟରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପୋଲିସ୍ ର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ

ବୀରେନ୍ଦ୍ର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରତାପ ତ୍ରିପାଠି, ବାସୁଦେବ ଛତରିଆ  ତଥା ଜିଲ୍ଲା ପୋଲିସ ର ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଜିଲ୍ଲା ପୋଲିସ୍ ତରଫରୁ ବ୍ୟାପକ ବୃକ୍ଷ ରୋପଣ କାର୍ଯକ୍ରମ କୁ ଆଗକୁ ନିଆଯିବା ସହିତ ତାହାର ଯତ୍ନ ଉପରେ ଅଧିକ ଧ୍ୟାନ ଦିଆଯିବ ବୋଲି ଜିଲ୍ଲା ପୋଲିସ ଆରକ୍ଷୀ ନିରୀକ୍ଷକ ସରୋଜ ବେହେରା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026

You Might Also Like