-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ରଥଯାତ୍ରା ପାଇଁ କଡ଼ା ନିର୍ଦ୍ଦେଶ, ବସ୍‌ ଯାତ୍ରୀଙ୍କୁ ଅଧିକ ଭଡ଼ା ମାଗିଲେ ହେବ କାର୍ଯ୍ୟାନୁଷ୍ଠାନ

06-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଲୋକଙ୍କ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ବସ୍‌ ଯାତ୍ରୀମାନଙ୍କ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ରଥ ଝଟକିଲାଣି... ପଥରେ ଝୋଟି ଫୁଟିଲାଣି... ଜୀବନ୍ତ ଦିଶିଲେଣି ଧଳା, କଳା ଓ ନାଲି ଘୋଡ଼ା । ଏବର୍ଷ ଖୁବ୍ ସ୍ବତନ୍ତ୍ର ହେବାକୁ ଯାଉଛି ମହାପ୍ରଭୁଙ୍କ ରଥଯାତ୍ରା। ୫ ଦଶନ୍ଧି ପରେ ପଡ଼ିଛି ବିରଳ ସଂଯୋଗ । ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ଓ ଘୋଷଯାତ୍ରା । ସେଥିପାଇଁ ରବିବାର ସହଳ ଆରମ୍ଭ ହେବ ନୀତିକାନ୍ତି । ତେବେ ପହଣ୍ଡି ଆରମ୍ଭ ହେଲା ବେଳକୁ ଦିନ ପ୍ରାୟ ଗୋଟାଏ ୧୦ ମିନିଟ୍ । ଛେରା ପହଁରା ଓ ଅନ୍ୟ ନୀତିକାନ୍ତି ପରେ ଅପରାହ୍ନ ୪ରୁ ୫ଟା ଭିତରେ ଆରମ୍ଭ ହେବ ରଥଟଣା ।
 ତେବେ ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଲୋକଙ୍କ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ବସ୍‌ ଯାତ୍ରୀମାନଙ୍କ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପବିତ୍ର ରଥଯାତ୍ରାକୁ ଦୃଷ୍ଟିରେ ରଖି ବସ୍‌ ଭଡାର ଏକ ଚାର୍ଟ ପ୍ରସ୍ତୁତ କରିଛି ରାଜ୍ୟ ପରିବହନ ବିଭାଗ । ସରକାରଙ୍କ ଦ୍ୱାରା ଦାର୍ଯ୍ୟ ମୂଲ୍ୟଠାରୁ କୌଣସି ବସ୍‌ ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି ।ସରକାରଙ୍କ ପକ୍ଷରୁ ରଥଯାତ୍ରା ଅବସରରେ ସାଧାରଣ ବସ୍‌ ଭଡ଼ା ପ୍ରତି କିଲୋମିଟର ପିଛା ୮୮ ପଇସା ଧାର୍ଯ୍ୟ କରାଯାଇଛି । ସେହିପରି ଦ୍ରୁତଗାମୀ ବସ୍‌ ଭଡ଼ା ୯୨ ପଇସା, ଡିଲକ୍ସ ବସ୍‌ ୧ ଟଙ୍କା ୨୭ ପଇସା, ଏସି ଡିଲକ୍ସ ବସ୍‌ ୧ ଟଙ୍କା ୫୫ ପଇସା ଏବଂ ସୁପର ପ୍ରିମିୟମ୍‌ ବସ୍‌ ଭଡ଼ା ପ୍ରତି କିଲୋମିଟର ପିଛା ୨ ଟଙ୍କା ୪୧ ପଇସା ଧାର୍ଯ୍ୟ କରାଯାଇଛି ।
ସେହିପରି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ରାତିରୁ ଲାଗୁ ହେବ ଟ୍ରାଫିକ୍ କଟକଣା । ପ୍ରଥମ ଥର ପାଇଁ ରଥଯାତ୍ରାକୁ ଆସୁଥିବା ଯାନବାହନର ଗଣତି ହେବ । AI ସହାୟତାରେ ପୁରୀ-ବ୍ରହ୍ମଗିରି, ପୁରୀ-ଭୁବନେଶ୍ୱର ଏବଂ ପୁରୀ-କୋଣାର୍କ ରାସ୍ତାରେ ସ୍ୱତନ୍ତ୍ର ଟ୍ରାଫିକ ପରିଚାଳନା ହେବ । ବ୍ଲାକସ୍ପଟରେ ଡ୍ରୋନର ସହାୟତା ନିଆଯିବ । ବସ୍ ଓ ୨ ଚକିଆ ଯାନଗୁଡିକ ପାଇଁ ମୋଟ୍ ୨୧ଟି ସ୍ଥାନରେ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା ରହିଛି । ସେପଟେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ଅସମ୍ଭବ ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି । ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି । ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like