-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||     

HOME   ଜିଲ୍ଲା

ବୈଷୟିକ ଜ୍ଞାନ କୌଶଳ ବୃଦ୍ଧି ପାଇଁ ସଚେତନତା ସଭା

29-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): . ଓଡିଶା ସ୍କିଲ ଡେଭେଲପମେଣ୍ଟ ଅଥରିଟିଙ୍କ ସହାୟତାରେ ଆଦିବାସୀ ସାମାଜିକ ଓ ସାଂସ୍କୃତିକ ପରିଷଦ ର ସାଧାରଣ ସଂପାଦକ ତଥା ପୂର୍ବ ବିଧାୟକ ବୃନ୍ଦାବନ ମାଝୀ ଙ୍କ  ପରିଚାଳନା ରେ ଆଦିବାସୀ ଭବନ ରେ ବିଭିନ୍ନ ଜାତି ସମାଜ ର ପ୍ରମୁଖ ମାନଙ୍କୁ ନେଇ ଏକ ସଚେତନତା ସଭା ଅନୁଷ୍ଠିତ ହୋଇ ଯାଇଛି I ଏଥିରେ ସଂସ୍ଥାର ପଶ୍ଚିମ ଓଡିଶା ମୁଖ୍ୟ ଶିରଶ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବେକାର ଯୁବକ ଯୁବତୀ ଙ୍କ ଉନ୍ନତି ବୈଷୟିକ ଜ୍ଞାନ  ବୃଦ୍ଧି ପାଇଁ ହେବା କୁ ଥିବା ତାଲିମ ପ୍ରଦାନ ସମ୍ପର୍କ ରେ ସୂଚନା ଦେଇ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଆଗରିଆ ସମାଜ ର ଗଙ୍ଗଧର  ନାଏକ, କିସାନ ସମାଜ ର କରୁଣ କର କିସାନ, ଗଣ୍ଡ ସମାଜ ର ଯୁଗେଶ୍ବର ପଟ୍ଟା, ଧୋବା ସମାଜ ର ରାଜ କୁମାର ସେଠ, ପାଣ ସମାଜ ର ସତ୍ୟବାଦୀ ମହାନନ୍ଦ, ବ୍ରାହ୍ମଣ ସମାଜ ର ବିମଲ ନାଥ, ରୋହିଦାସ ସମାଜ ର  ସରୋଜ ମେହେର, ବାଣେଶ୍ବର ବାଦୀ, ଅନ୍ୟ ମାନଙ୍କ ମଧ୍ୟରେ ବି. ଏସ.ସ ର  ନେତା ପ୍ରହଲ୍ଲାଦ ଶର୍ମା ,ବାବା ଶିବାନନ୍ଦ ଜୀ , ଶେଷଦେବ ବାଦୀ ପ୍ରମୁଖ ଉଦବୋଧନ ଦେଇଥିଲେ I ଏହି  ଅବସରରେ ସଂସ୍ଥା ର  ସଭାପତି  ସୁବାଷ ଚନ୍ଦ୍ର ନାୟକ ପ୍ରକୃତି ବଂଧୁ ସମ୍ମାନ ପାଇଥିବାରୁ ସମେସ୍ତେ ସମ୍ୱର୍ଦ୍ଦିତ କରିବା ସହ ପ୍ରସନ୍ନ ପଣ୍ଡା ସ୍କୃତି  ସମାନ ପ୍ରଦାନ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026

You Might Also Like