-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ମହା ସମାରୋହରେ ରେ ରଥ ଯାତ୍ରା ପାଳିତ

08-Jul-2024



- ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ସୋନପୁରେ  ପବିତ୍ର ରଥଯାତ୍ରା ମହାସମାରୋହରେ ଅନୁଷ୍ଟିତ  ହୋଇଯାଇଛି। ରଥଯାତ୍ରା ଅବସରରେ ଭକ୍ତଙ୍କ ସହ ଏକାକାର ହୋଇଛନ୍ତି ଚତୁର୍ଦ୍ଧlମୂରତି । ତିନିଠାକୁରଙ୍କୁ ପ୍ରାତଃ ସମୟରେ  ସ୍ନାନ କରାଯାଇ ମଙ୍ଗଳ ଆଳତୀ କରାଯାଇଥିଲା। ପରେ ତିନି ଠାକୁରଙ୍କୁ ରୀତିନୀତିରେ ପୂଜାର୍ଚ୍ଚାନ କରାଯାଇ ବିଭିନ୍ନ ପ୍ରକାର  ଭୋଗ ଅର୍ପଣ କରାଯାଇଥିଲା । ସଂଧ୍ୟା  ୫ଟାରେ ତିନି ଠାକୁରଙ୍କୁ ଆଳତି କରାଯାଇ ମନ୍ଦିରରୁ ପହଣ୍ଡି କରି ସ୍ଥାନୀୟ ମଝିପଡା ସ୍ଥିତ ରଥଖଳାରେ ଥୁବା ତିନି ରଥରେ ଆସିନ୍ନ କରାଯାଇଥିଲା। ଚତୁର୍ଦ୍ଧାମୂରତି ବଡଦେଉଳରୁ ବହାରିବା ପରେ ମନ୍ଦିର ସମ୍ମୁଖରେ ବିଭିନ୍ନ ବ୍ୟକ୍ତି ତଥା ସଂଗଠନ ପକ୍ଷରୁ ପୂଜାର୍ଚ୍ଚନା ଓ ଭୋଗ ଅର୍ପଣ କରାଯାଇଥିଲା। ପହଣ୍ଡି ଯାତ୍ରା ବେଳେ ରଥଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଙ୍କ ପ୍ରବଳ ଭିଡ଼ ଲାଗି ରହି ଥିଲା। ଜଗନ୍ନାଥ ମନ୍ଦିରର ପୂଜକ ରାମଗୋପାଳ ପୂଜାରୀ, ସୁମିତ ପୂଜାରୀ ଓ ଅଶ୍ୱିନୀ ପୂଜାରୀ ସମସ୍ତ ପୂଜାନୀତି ତୁଲାଇଥିବା ବେଳେ ବ୍ରହ୍ମଣ ସମାଜର ଜୟନାରାୟଣ ମିଶ୍ର, ଜଗଦାନନ୍ଦ ମିଶ୍ର, ସଚ୍ଚିଦାନନ୍ଦ ଦାସ, ନନ୍ଦକିଶୋର ତ୍ରିପାଠୀ, ମନୋରଂଜନ ମିଶ୍ର, ମିଳନ ମିଶ୍ର, କାଳିଆ ମିଶ୍ର, ନିମାଇଁଚରଣ ପାଣିଗ୍ରାହୀ, ଆଶିଷ କୁମାର ନାୟକ, ଜିତୁ ମିଶ୍ର, ବୀରପ୍ରତାପ ଦାଶ, ଆଲୋକ ଦାଶ, କେଶବ ମିଶ୍ର, ସିଧାର୍ଥ କୁମାର ମିଶ୍ର ପ୍ରମୁଖଙ୍କ ସହ  ଅନେକ ଯୁବକ ଏହି ପହଣ୍ଡି କାର୍ଯ୍ୟ ରେ ସମର୍ପିତ ସେବା ତୁଲାଇଥିଲେ। ସେହିପରି ସୋନପୁର ଘୋଡାଘାଟପଡ଼ା ସ୍ଥିତ ଦଧିବାମନ ମହାପ୍ରଭୁ ଏବଂ ବଡବଜାର ସ୍ଥିତ ବୃନ୍ଦାବନବିହାରୀ ମହାପ୍ରଭୁଙ୍କ ମଧ୍ୟ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଆଇନଶୃଙ୍ଖଳାକୁ ନଜରରେ ରଖି ବ୍ୟାପକ ପୁଲିସ ବନ୍ଦୋବସ୍ତ କରାଯାଇଥିଲା। ସୋମବାର ଅପରାହ୍ନ ପରେ ରଥ ଟଣା ଯାଇ ତିନି ଠାକୁରଙ୍କୁ  ବଡବଜାର ସ୍ଥିତ ମାଉସୀ ମାଁ ମନ୍ଦୀର କୁ  ନିଆଯାଇ ପହଣ୍ଡି କରି ମହାପ୍ରଭୁ ତିନି ଠାକୁର ଙ୍କୁ ମନ୍ଦିର କୁ ପ୍ରବେଶ କରାଯିବ ବୋଲି ଜଣାପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like