-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ମହା ସମାରୋହରେ ରେ ରଥ ଯାତ୍ରା ପାଳିତ

08-Jul-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )  ସୋନପୁରେ ପବିତ୍ର ରଥଯାତ୍ରା ମହାସମାରୋହରେ ଅନୁଷ୍ଟିତ  ହୋଇଯାଇଛି। ରଥଯାତ୍ରା ଅବସରରେ ଭକ୍ତଙ୍କ ସହ ଏକାକାର ହୋଇଛନ୍ତି ଚତୁର୍ଦ୍ଧlମୂରତି । ତିନିଠାକୁରଙ୍କୁ ପ୍ରାତଃ ସମୟରେ  ସ୍ନାନ କରାଯାଇ ମଙ୍ଗଳ ଆଳତୀ କରାଯାଇଥିଲା। ପରେ ତିନି ଠାକୁରଙ୍କୁ ରୀତିନୀତିରେ ପୂଜାର୍ଚ୍ଚାନ କରାଯାଇ ବିଭିନ୍ନ ପ୍ରକାର  ଭୋଗ ଅର୍ପଣ କରାଯାଇଥିଲା । ସଂଧ୍ୟା  ୫ଟାରେ ତିନି ଠାକୁରଙ୍କୁ ଆଳତି କରାଯାଇ ମନ୍ଦିରରୁ ପହଣ୍ଡି କରି ସ୍ଥାନୀୟ ମଝିପଡା ସ୍ଥିତ ରଥଖଳାରେ ଥୁବା ତିନି ରଥରେ ଆସିନ୍ନ କରାଯାଇଥିଲା। ଚତୁର୍ଦ୍ଧାମୂରତି ବଡଦେଉଳରୁ ବହାରିବା ପରେ ମନ୍ଦିର ସମ୍ମୁଖରେ ବିଭିନ୍ନ ବ୍ୟକ୍ତି ତଥା ସଂଗଠନ ପକ୍ଷରୁ ପୂଜାର୍ଚ୍ଚନା ଓ ଭୋଗ ଅର୍ପଣ କରାଯାଇଥିଲା। ପହଣ୍ଡି ଯାତ୍ରା ବେଳେ ରଥଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଙ୍କ ପ୍ରବଳ ଭିଡ଼ ଲାଗି ରହି ଥିଲା। ଜଗନ୍ନାଥ ମନ୍ଦିରର ପୂଜକ ରାମଗୋପାଳ ପୂଜାରୀ, ସୁମିତ ପୂଜାରୀ ଓ ଅଶ୍ୱିନୀ ପୂଜାରୀ ସମସ୍ତ ପୂଜାନୀତି ତୁଲାଇଥିବା ବେଳେ ବ୍ରହ୍ମଣ ସମାଜର ଜୟନାରାୟଣ ମିଶ୍ର, ଜଗଦାନନ୍ଦ ମିଶ୍ର, ସଚ୍ଚିଦାନନ୍ଦ ଦାସ, ନନ୍ଦକିଶୋର ତ୍ରିପାଠୀ, ମନୋରଂଜନ ମିଶ୍ର, ମିଳନ ମିଶ୍ର, କାଳିଆ ମିଶ୍ର, ନିମାଇଁଚରଣ ପାଣିଗ୍ରାହୀ, ଆଶିଷ କୁମାର ନାୟକ, ଜିତୁ ମିଶ୍ର, ବୀରପ୍ରତାପ ଦାଶ, ଆଲୋକ ଦାଶ, କେଶବ ମିଶ୍ର, ସିଧାର୍ଥ କୁମାର ମିଶ୍ର ପ୍ରମୁଖଙ୍କ ସହ  ଅନେକ ଯୁବକ ଏହି ପହଣ୍ଡି କାର୍ଯ୍ୟ ରେ ସମର୍ପିତ ସେବା ତୁଲାଇଥିଲେ। ସେହିପରି ସୋନପୁର ଘୋଡାଘାଟପଡ଼ା ସ୍ଥିତ ଦଧିବାମନ ମହାପ୍ରଭୁ ଏବଂ ବଡବଜାର ସ୍ଥିତ ବୃନ୍ଦାବନବିହାରୀ ମହାପ୍ରଭୁଙ୍କ ମଧ୍ୟ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଆଇନଶୃଙ୍ଖଳାକୁ ନଜରରେ ରଖି ବ୍ୟାପକ ପୁଲିସ ବନ୍ଦୋବସ୍ତ କରାଯାଇଥିଲା। ସୋମବାର ଅପରାହ୍ନ ପରେ ରଥ ଟଣା ଯାଇ ତିନି ଠାକୁରଙ୍କୁ  ବଡବଜାର ସ୍ଥିତ ମାଉସୀ ମାଁ ମନ୍ଦୀର କୁ  ନିଆଯାଇ ପହଣ୍ଡି କରି ମହାପ୍ରଭୁ ତିନି ଠାକୁର ଙ୍କୁ ମନ୍ଦିର କୁ ପ୍ରବେଶ କରାଯିବ ବୋଲି ଜଣାପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like