-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ପାତାଳୀ ଶ୍ରୀକ୍ଷେତ୍ର ରେ ରଥଯାତ୍ରା ଅନୁଷ୍ଠିତ

08-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ଠାରେ ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଚଳିତ ବର୍ଷ ନେତ୍ରୋତ୍ସବ,ନବଯୈବନ ଦର୍ଶନ, ଘୋଷଯାତ୍ରା ର ସମସ୍ତ ନୀତିକାନ୍ତୀ ଗୋଟିଏ ଦିନରେ ହେବ ତେଣୁ ରଥଯାତ୍ରା ଗୋଟିଏ ଦିନ ବଦଳରେ ଦୁଇଦିନ ହେବ।ପ୍ରଥମ ଦିନରେ ରଥଟଣା ହୋଇ ମହାପ୍ରଭୁ ରଥରେ ରହିଲେ, ଦ୍ୱିତୀୟ ଦିନ ଅପରାହ୍ନରେ ପହଣ୍ଡି ହୋଇ ଆଡପମଣ୍ଡପରେ ରହିବେ।ଆଜି ପୂର୍ବାହ୍ନ ୧୧ଟାରେ ପହଣ୍ଡି, ୧ଟାରେ ଛେରାପହଁରା ନୀତି, ଅପରାହ୍ନ ୨ ଟାରେ ରଥଟଣା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।ଆଜି ଭୋର୍ ସକାଳୁ ଦ୍ଵାରଫିଟା,ଦ୍ଵାରପାଳ ପୂଜା, ମଙ୍ଗଳ ଆଳତୀ,ଖେଚୁଡି ଭୋଗ, ମହାପ୍ରଭୁଙ୍କ ବେଶ,ରଥ ପ୍ରତିଷ୍ଠା ପରେ ତିନି ଠାକୁରଙ୍କୁ ଧାଡ଼ି ପହଣ୍ଡି କରାଯାଇଥିଲା।ଛଳିଆ ଶିଖରରୁ ମହାପ୍ରଭୁଙ୍କୁ ଧାଡ଼ି ପହଣ୍ଡି ରେ ଆଣି ରଥାରୂଢ଼ କରାଯାଇଥିଲା।ସେବାୟତମାନେ ଗୀତ ବୋଲି ବୋଲି ମହାପ୍ରଭୁଙ୍କୁ ଆଣିଥାନ୍ତି।ଗାଁ ର ଗଡତ୍ୟା ଚମରା ଅମାତ ଛେରାପହଁରା ନୀତି କରିଥିବା ବେଳେ ବକ୍ତା ରାଜମଣି ସାହୁ ଧାରା ବିବରଣୀ ,ପଣ୍ଡିତ ହରିଶ୍ଚନ୍ଦ୍ର ହୋତା, ଜ୍ୟୋତିର୍ବିଦ ପଣ୍ଡିତ ମେଡେନ କୁମାର ବିଶି,କବି ଦ୍ଵିତିକୃଷ୍ଣ ପଣ୍ଡା କାର୍ଯ୍ୟ ସମ୍ପାଦନ କରିଥିଲେ।ପୂଜକ ଭାବରେ ଦେବାର୍ଚ୍ଚନ ଦାଶ,ଗୁଣାକର ପଣ୍ଡା,ବିଶେଶ୍ଵର ପାଢୀ ଆଦି କାର୍ଯ୍ୟ ସମ୍ପାଦନ କରିଥିଲେ। ପାତାଳୀ କ୍ଷେତ୍ରରେ ଏକ ଭକ୍ତିପୂର୍ଣ୍ଣ ପରିବେଶରେ ମହାପ୍ରଭୁ ଙ୍କ ଏହି ଦିବ୍ୟ ଲୀଳା ଦର୍ଶନ କରିବାକୁ ପାତାଳୀ ଶ୍ରୀକ୍ଷେତ୍ର ରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like