-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲ ଭୁକ୍ତାରେ ବନମହୋତ୍ସବ ସପ୍ତାହ ପାଳିତ 

08-Jul-2024



ବରଗଡ଼ (ପ୍ରେରଣା ଖବର ): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ଭୁକ୍ତାରେ  ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ,ଶକ୍ତି କ୍ଲବ୍ ଓ ଜୁନିଅର ରେଡକ୍ରସ୍ ଶାଖା ଆନୁକୂଲ୍ୟରେ ୭୫ତମ ବନମହୋତ୍ସବ ପାଳିତ ହୋଇଯାଇଛି।ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଯୋଗ ଦେଇ ବିଦ୍ୟାଳୟ ପରିସରରେ ଚାରାରୋପଣ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ lବନ ସଂରକ୍ଷଣ ଓ ପରିବେଶ ସୁରକ୍ଷା ପ୍ରତି ଆଗ୍ରହ ବୃଦ୍ଧି କରିବା ପାଇଁ  ଇକୋ କ୍ଲବ ମାଷ୍ଟର ଟ୍ରେନର ସଂଜୟ ଖମାରୀ ଛାତ୍ରଛାତ୍ରୀମାନଙ୍କୁ ସବୁଜ ଶପଥ ପାଠ କରାଇଥିଲେ। ସପ୍ତାହବ୍ୟାପୀ ବିଭିନ୍ନ ଦିବସରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆୟୋଜିତ" ଆସ ଲଗାଇବା ଗଛ "ଶୀର୍ଷକ ଚିତ୍ରାଙ୍କନ ପ୍ରତିଯୋଗୀତାରେ ବରିଷ୍ଠ ବିଭାଗରୁ ଉମାକାନ୍ତ ମହାରଣା ପ୍ରଥମ ,ଆଦ୍ୟାଶା ଭୋଇ ଦ୍ବିତୀୟ ଏବଂ ଜିଜ୍ଞାସା ପଟେଲ ଓ ଡଲି ପଟେଲ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ କନିଷ୍ଠ ବିଭାଗରୁ ଆସ୍ଥା ସା, ଶିବାନୀ ନାୟକ ଓ ପିଆ ପଟେଲ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଠିକ୍ ସେହିପରି "ବୃକ୍ଷ ମାହାତ୍ମ୍ଯ" ଶୀର୍ଷକ ପ୍ରବନ୍ଧ ପ୍ରତିଯୋଗୀତାରେ ବରିଷ୍ଠ ବିଭାଗରୁ ଲିପସାମୟୀ ସା, ସିଦ୍ଧି ସାହୁ ଓ ଡିମ୍ପଲ ପଟେଲ  ଏବଂ କନିଷ୍ଠ ବିଭାଗରୁ ଅଂଶୁମାନ ଭୋଇ, ତମନ୍ନା ବାରିକ ଓ ବିଜିତା ସାହୁ ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ । କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି

ଅବସରରେ ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ ,ଶକ୍ତି କ୍ଲବ୍ ଓ ଜୁନିଅର ରେଡକ୍ରସର ସଦସ୍ୟ ଏବଂ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ବୋଧରାମ ବିଶ୍ବାଳ, ଆଶୁତୋଷ ଭୋଇ, ରଂଜିତ ସାହୁ ଜ୍ୟୋତିଶ୍ଚନ୍ଦ୍ର ପଧାନ, ପ୍ରଶାନ୍ତ ମହାପାତ୍ର, ଅଶୋକ ଦାସ, ପଦ୍ମଲୋଚନ ବିଶି, ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ ମହନ୍ତ, ରଂଜିତ ସାହୁ ,ଆଲୋକ ଭୋଇ, ଅନୀଲ ସିଦାର, ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ରାଜକୁମାରୀ ଭୁଏ, ସରିତା ପଟେଲ, ଅନୀତା ପଧାନ, ସଙ୍ଗୀତା ସାହୁ, ରଂଜୁ ବଣିଆ, ତାରାବତୀ ସାହୁ, ରୁକୁଣୀ ସେଠ୍, ଭାରତୀ ସେଠ୍ ଚାରା ରୋପଣ କାର୍ଯ୍ୟରେ ସକ୍ରିୟ ସହଯୋଗ କରିଥିଲେ।ବନମହୋତ୍ସବ ସପ୍ତାହ ଉପଲକ୍ଷେ ଆୟୋଜିତ ବୃକ୍ଷରୋପଣ ସମେତ ବିଭିନ୍ନ କାର୍ଯ୍ୟକ୍ରମକୁ ଇକୋ କ୍ଲବ ମାଷ୍ଟର ଟ୍ରେନର ସଂଜୟ ଖମାରୀ ସୂଚାରୁ ରୂପେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like