-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

କଲେଜ ଛାତ୍ରୀଙ୍କ ଶ୍ରଦ୍ଧା ଓ  ଭକ୍ତିର ନିଦର୍ଶନ,  କୁନି ରଥରେ ବିଜେ କରୁଛନ୍ତି ମହାପ୍ରଭୁ ଜଗନ୍ନାଥ

09-Jul-2024



ବଲାଙ୍ଗିର(ପ୍ରେରଣା ଖବର): ଯାହାର ଭକ୍ତି ଯେତେ ବଡ, ତାର ଭଗବାନ ସେତେ ବଡ, ଭକ୍ତବତ୍ସଳ ଭଗବାନ ସବୁବେଳେ ଭକ୍ତିଭାବରେ ବନ୍ଧା । ଏହି ଉକ୍ତିକୁ ସତ୍ୟ ପ୍ରମାଣିତ କରି ଦେଇଛନ୍ତି ବଲାଙ୍ଗୀର ଗାନ୍ଧିନଗରପଡାର ଜଣେ ଜଗନ୍ନାଥ ଭକ୍ତ କଲେଜ ଛାତ୍ରୀ ରୋଜୀ ପଧାନ । ସାରା ରାଜ୍ୟରେ ଜଗତର ନାଥ ଜଗନ୍ନାଥଙ୍କ ଏହି ପର୍ବକୁ ଜାକ୍ ଜମକ୍ ରେ ପାଳନ କରୁଥିବା ବେଳେ  ଭକ୍ତ ଓ  ଭଗବାନଙ୍କ ମହାମିଳନର ଏହି ପର୍ବକୁ ଏକ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି ରୋଜୀ । ନିଜ ପ୍ରିୟ କାଳିଆକୁ ରଥରେ ବସେଇବା ପାଇଁ ନିଜେ ନିଜ ବୁଦ୍ଧି ଓ ଖର୍ଚ୍ଚରେ ରଥ ନିର୍ମାଣ କରିଛନ୍ତି ।

ସେ ମାତ୍ର ୧ଠଠଟଙ୍କା ବ୍ୟୟରେ ଏକ ଦେଢ଼ ଫୁଟ୍ ର ନନ୍ଦିଘାଷ ରଥ ନିର୍ମାଣ କରିଛନ୍ତି । ରୋଜି ଲୋଇସିଂହା କଲେଜରୁ ବିଜ୍ଞାନରେ ସ୍ନାତକ ଶେଷ କରିଥିବା ବେଳେ ବର୍ତ୍ତମାନ ସେ ସ୍ନାତକୋତ୍ତର  ପାଇଁ ପ୍ରସ୍ତୁତ ହେଉଛନ୍ତି । ଛୋଟ ଦିନରୁ ଜଗନ୍ନାଥଙ୍କ ପ୍ରତି ଅପାର ଶ୍ରଦ୍ଧା ଓ ଭକ୍ତି ରଖିଥିବା ରୋଜି ହେଉଛନ୍ତି ବରିଷ୍ଠ ସାମ୍ବାଦିକ ମହେନ୍ଦ୍ର ପ୍ରଧାନ ଓ ଶ୍ରୀମତୀ ବିମଳା ପ୍ରଧାନଙ୍କ ଝିଅ । ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ମଙ୍ଗଳାମୁଣ୍ଡାର ମୂଳବାସୀନ୍ଦl ରୋଜିଙ୍କ ବାପାମାଁ ସବୁବେଳେ ନିଜ ଝିଅକୁ ଭକ୍ତି ମାର୍ଗରେ ଯିବା ପାଇଁ ପରାମର୍ଶ ଦେଇଆସି ଛନ୍ତି । ବାପାମାଁଙ୍କ ପ୍ରେରଣାରେ ଦୀର୍ଘ ୫ ବର୍ଷ ହେଲା ମହାପ୍ରଭୁ ଜଗନ୍ନାଥ ରୋଜିଙ୍କ ରଥରେ ବିଜେ କରୁଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like