-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ଓଡିଶା ପ୍ରାନ୍ତୀୟ ଜୈନ ସଭାର ଶପଥ ସମାରୋହ 

09-Jul-2024



ତୁଷୁରା(ପଞ୍ଚାନନ ନାଏକ): ବଲାଙ୍ଗୀର ଜିଲ୍ଲାର ତୁଷୁରା ଜୈନ ଭବନ ଠାରେ  ଓଡିଶା ଜୈନ ଶ୍ବେତାମ୍ବର ତେରାପନ୍ଥ ପ୍ରାନ୍ତୀୟ ସଭାର ଶପଥ ସମାରୋହ ସୋମବାର ଅନୁଷ୍ଠିତ ହୋଇ ଯାଇଛି।  ଶ୍ରବଣୀ ନିଦ୍ଦେର୍ଶିକା ଜିନ ପ୍ରଜ୍ଞାଜୀ ଓ ଣ୍ରବଣୀ କ୍ଷତି ପ୍ରଜ୍ଞାଜୀଙ୍କ ଉପସ୍ଥିତରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ନବୀନ ଜୈନ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଥିଲେ । 

ପ୍ରାନ୍ତୀୟ ସଭାର ପୂର୍ବତନ ଅଧ୍ୟକ୍ଷ ମୁକେଶ କୁମାର ଜୈନ ପ୍ରଥମେ ନବନିର୍ବାଚିତ ସଭା ଅଧ୍ୟକ୍ଷ ମନୋଜ କୁମାର ଜୈନଙ୍କୁ ଧର୍ମ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହାପରେ ଶ୍ରୀ ମନୋଜ ନିଜ ଟିମର ସଦସ୍ଯ ମାନଙ୍କୁ ଶପଥପାଠ କରାଇ ଥିଲେ। ବିଧାୟକ ଶ୍ରୀ ଜୈନଙ୍କୁ ଓଡିଶା ଜୈନ ପ୍ରାନ୍ତୀୟ ସଭା, ତୁଷୁରା ତେରାପନ୍ଥ ସଭା, ମହିଳା ମଣ୍ଡଳ, ମାର୍କେଟ ଆସୋସିଏସନ,ମାରୱାଡି ସମ୍ମିଳନୀ, ବଲାଙ୍ଗୀର ମହିଳା ମଣ୍ଡଳ ଓ ଜୈନ ଶ୍ବେତାମ୍ବର ତେରାପନ୍ଥ ସଭା ପକ୍ଷରୁ ଉତ୍ତରାୟଣ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ତୁଷୁରା ତେରାପନ୍ଥ ସଭା ଅଧ୍ୟକ୍ଷ ବିରେନ୍ଦ୍ର କୁମାର ଜୈନଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ବେଳେ

ଛତ୍ରପାଳ ଜୈନ, ତୁଳସୀ ରାମ ଜୈନ, ସୁଦର୍ଶନ ଜୈନ, ଭୂପେନ୍ଦ୍ର ଜୈନ, ଦୀନଦୟାଲ କେଡିଆ, ଆନନ୍ଦ ଜୈନ,  ଗୌତମ ଜୈନ, ସୁନିଲ ଜୈନ, ଆଦି ମଞ୍ଚାସିନ ଥିଲେ। ସରିତା ମୋଦି ଓ ସ୍ବତା ଜୈନ ମଞ୍ଚ ପରିଚାଳନା କରିଥିବା ବେଳେ ମହିଳା ମଣ୍ଡଳର ଅଧ୍ୟକ୍ଷା ପୂଜା ଜୈନ ଧନ୍ୟବାଦ ଅର୍ପଣ କରି ଥିଲେ l କାର୍ଯ୍ୟକ୍ରମରେ ବଲାଙ୍ଗୀର, ଟିଟିଲାଗଡ,କେସିଙ୍ଗା, ସିନ୍ଧେକେଲା, କଣ୍ଟାବାଞ୍ଜି, ବେଲପଡା, କୁରସୁଡ, ରିଷିଡା, ଗୁଡଭେଲା, ରାମପୁର ଆଦି ଗ୍ରାମର ବହୁ ଜୈନ ଧର୍ମ ଅନୁରାଗୀ ଲୋକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like