-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

09-Jul-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୧ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ୦୬ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା  ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ଉଲୁଣ୍ଡା କରିଶ୍ମା  ବେଶ୍ରା  ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ,
ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ରେଞ୍ଜର ସଂଜୀବ ରାଉତ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ଗ୍ରୀଭେନସ ସେଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଶୁଭଶ୍ରୀ ରଥ ଓ ଆଇ ସି ଉଲୁଣ୍ଡା ପଞ୍ଚାନନ ନାଏକ, ଅତିରିକ୍ତ ତହସିଲଦାର ଉଲୁଣ୍ଡା ସୋମନାଥ ବେହେରା,  ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like