-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ପକ୍ଷରୁ ବଲାଙ୍ଗିର ବିଧାୟକ କଲିକେଶଙ୍କୁ ସମ୍ବର୍ଦ୍ଧନା, ବଲାଙ୍ଗିରକୁ ବିକାଶର ରାସ୍ତାରେ ଆଗେଇ ନେବା ପାଇଁ ମିଶି କରି କାମ କରିବା: କଲିକେଶ

09-Jul-2024



ବଲାଙ୍ଗିର(ଦେବାଶିଷ ବହିଦାର): ଆଜି ଜିଲ୍ଲା ଓକିଲ ସଂଘ ପକ୍ଷରୁ ବଲାଙ୍ଗିର ବିଧାୟକ କଲିକେଶ ନାରାୟଣ ସିଂହଦେଓଙ୍କୁ  ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସିଂହଦେଓ ଯୋଗ ଦେଇ ବଲାଙ୍ଗିର ଜିଲ୍ଲାର ଓକିଲ ମାନେ ସବୁବେଳେ ସମାଜର ନେତୃତ୍ୱ ନେବା ସହ ଦିଗଦର୍ଶନ ଦେଇ ଆସିଛନ୍ତି ବୋଲି କହିଥିଲେ l ଏହି ବାର୍ ର ଓକିଲ ମାନେ ରାଜ୍ଯ ତଥା ରାଜ୍ଯ 

ବାହାରେ ନିଜକୁ ପ୍ରତିଷ୍ଠା କରିଛନ୍ତି l ମୋ ବାପା ବିଧାୟକ ଥିବା ବେଳେ ଏହି ବାର୍ ର ଅନେକ ବିକାଶମୂଳକ କାମ କରିଥିଲେ l ମୋ ବିଧାୟକ ସମୟରେ ମଧ୍ୟ ଓକିଲ ସଂଘର ଯାହା ଆବଶ୍ୟକ ପଡିବ ତାହା ପୂରଣ କରିବା ଦିଗରେ କାର୍ଯ୍ୟ କରିବି ବୋଲି ବିଧାୟକ ଶ୍ରୀ ସିଂଦେଓ ପ୍ରତିଶ୍ରୁତି ଦେଇଛନ୍ତି l  ବଲାଙ୍ଗିରରେ କୃଷି ବିଶ୍ୱବିଦ୍ୟାଳୟ ଓ ହାଇକୋର୍ଟ ବେଂଚ ସ୍ଥାପନର ଆବଶ୍ୟକତା ରହିଛି l ବଲାଙ୍ଗିର ସରକାରୀ ଡାକ୍ତରଖାନାରେ ଏମ୍ ଆର୍ ଆଇ ର ବ୍ୟବସ୍ଥା କରାଗଲେ ସ୍ୱାସ୍ଥ୍ୟ ବ୍ୟବସ୍ଥା କ୍ଷେତ୍ରରେ ବଲାଙ୍ଗିର ଆହୁରି ଉନ୍ନତ ହୋଇପାରନ୍ତା ବୋଲି କଲିକେଶ କହିଛନ୍ତି l  ରାଜ୍ଯ ମନ୍ତ୍ରୀ ମଣ୍ଡଳରେ ଏହି ଜିଲ୍ଲାରୁ ଜଣେ ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଆଉ ଜଣେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ଆସନ ପାଇଛନ୍ତି l ଏହି ସବୁ ଦାବି ପୂରଣ କରିବା ଦିଗରେ ମନ୍ତ୍ରୀ ମହୋଦୟ ଯତ୍ନବାନ ହେବେ ବୋଲି ଆଶା କରାଯାଉଛି l  ବଲାଙ୍ଗିରକୁ ବିକାଶର ରାସ୍ତାରେ ଆଗେଇ ନେବା ଦିଗରେ ଆମେ ସମସ୍ତେ ମିଶି କାମ କରିବା ବୋଲି ବିଧାୟକ କଲିକେଶ ନାରାୟଣ ସିଂଦେଓ କହିଛନ୍ତି  l ବଲାଙ୍ଗିର ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ମହାନ୍ତି  ବିଧାୟକ କଲିକେଶଙ୍କୁ  ପୁଷ୍ପଗୁଚ୍ଛ ପ୍ରଦାନ କରିଥିବା ବେଳେ ଅମରେଶ ତ୍ରିପାଠୀ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l 
ଶେଷରେ ସଂଘ ର ସମ୍ପାଦକ ପ୍ରମୋଦ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ l ଓକିଲ ସଂଘର ଉପସଭାପତି ସରୋଜ କୁମାର ଗୁପ୍ତା ମଞ୍ଚାସୀନ ଥିଲେ l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଂଘ ର ସମସ୍ତ ସଭ୍ଯ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like