-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୋନପୁରରେ ଜିଲ୍ଲା ସ୍ତରୀୟ ସ୍ବଳ୍ପ ସଞ୍ଚୟ ଅଭିକର୍ତ୍ତା ଙ୍କ ସଚେତନତା ଶିବିର । ଡାକଘର ସଞ୍ଚୟ ସୁରକ୍ଷିତ ବୋଲି ଦେଲେ ପରାମର୍ଶ

09-Jul-2024



ସୋନପୁର/ ବି ଏମ୍ ପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସ୍ବଳ୍ପ ସଞ୍ଚୟ ଅଭିକର୍ତ୍ତା ଙ୍କୁ ନେଇ ଏକ ସଚେତନତା ଶିବିର ମଙ୍ଗଳବାର ଦିନ ଜିଲ୍ଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହକାରୀ ଜିଲ୍ଲାପାଳ ଶ୍ରୀମତୀ ତପସ୍ୱୀନି ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଲୋକ ମାନେ ଅଧିକ ସୁଧ ଆଶାରେ ଘରୋଇ ସଂସ୍ଥା ମାନଙ୍କରେ ଅର୍ଥ ଜମାକରି ଶେଷରେ ମୁଳ ଟଙ୍କା ପାଇ ପାରୁ ନାହାଁନ୍ତି । ଏଣୁ ଡାକଘରେ ଥିବା ବିଭିନ୍ନ ଯୋଜନାର ଅର୍ଥ ଜମାକରି ନିଜ ଟଙ୍କାକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଥିଲେ। ଜିଲ୍ଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ମଙ୍ଗଳ ପଧାନ ଡାକଘରେ ସ୍ବଳ୍ପ ସଞ୍ଚୟ ଯୋଜନାର ସମସ୍ତ ଯୋଜନା ଉପରେ ଆଲୋକପାତ କରିଥିଲେ । ଗତବର୍ଷ ସୁବର୍ଣ୍ଣପୁର ଜିଲ୍ଲାକୁ ରାଜ୍ୟ ସ୍ବଳ୍ପ ସଞ୍ଚୟ ବିଭାଗ ତରଫରୁ ୪୭ କୋଟି ଟଙ୍କାର ଜମା କରିବା ପାଇଁ  ଲକ୍ଷ୍ୟଧାର୍ଯ୍ୟ  କରାଯାଇଥିବା ବେଳେ  ଜିଲ୍ଲାର ଏଜେଣ୍ଟ ମାନଙ୍କ ତରଫରୁ ୫୮ କୋଟି ୬୩ ଲକ୍ଷ ଟଙ୍କାରୁ ଅଧିକ ଜମା କରାଯାଇଛି । ସେହିଭଳି ଭାବରେ ସ୍ବଳ୍ପ ସଞ୍ଚୟ ଲଟେରୀ ପାଇଁ ଦୁଇ ଲକ୍ଷ କୁପନ୍ କାଟିବାକୁ ବିଭାଗ ତରଫରୁ କୁହା ଯାଇଥିବା ବେଳେ ୨ଲକ୍ଷ ୪ ହଜାର ୩୩୪ ଲଟେରୀ କୁପନ କଟା ଯାଇଥିଲା । ଚଳିତ ବର୍ଷ ୬୨ କୋଟି ଟଙ୍କାର ଲକ୍ଷ ଧାର୍ଯ୍ୟ କରାଯାଇଛି ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଏଣୁ ସମସ୍ତ ସ୍ବଳ୍ପ ସଞ୍ଚୟ ଏଜେଣ୍ଟେ ମାନେ ଓ ଜିଲ୍ଲା ପ୍ରଶାସନର ତରଫରୁ ଏହି ଲକ୍ଷ ହାସଲ କରାଯାଇ ପାରିବ ବୋଲି କହିଥିଲେ ।ଏହା ବ୍ୟତୀତ  ସ୍ବଳ୍ପ ସଞ୍ଚୟ ବିଭାଗ ତରଫରୁ ଆସିଥିବା ପଞ୍ଚସୁତ୍ରୀ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା । ଆସନ୍ତା ମାସ ବିନିକା ଓ ଉଲୁଣ୍ଡା ବ୍ଳକରେ ସଚେତନତା କାର୍ଯ୍ୟକ୍ରମ କରିବା କୁ ଓ ଜନ ସାଧାରଣ ଯେଭଳି ଡାକଘରେ ସେମାନଙ୍କ ଅର୍ଥ ସୁରକ୍ଷିତ ରଖି ପାରିବେ ସେ ବିଷୟରେ ଦିନ ଧାର୍ଯ୍ୟ କରା ଯାଇଥିଲା l  ପର୍ଯ୍ୟାୟ କ୍ରମେ ଅନ୍ୟ ବ୍ଳକ ମାନଙ୍କରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ଜିଲ୍ଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ଶ୍ରୀଯୁକ୍ତ ପଧାନ କହିଥିଲେ। ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଳକରୁ ୫୦ ଜଣରୁ ଅଧିକ ଏଜେଣ୍ଟେ ଯୋଗ ଦେଇ ବିଭିନ୍ନ ଅଭାବ ଅସୁବିଧା ଉପରେ ଆଲୋଚନା କରିଥିଲେ । ସ୍ବଳ୍ପ ସଞ୍ଚୟ ବିଭାଗର କର୍ମଚାରୀ ଆଶିଷ କୁମାର ସାହୁ ଓ ସଞ୍ଜୟ କୁମାର ବାରିକ ପ୍ରମୁଖ ସହାୟତା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like