-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

କୋମନା ବ୍ଲକରେ ସମ୍ପୂର୍ଣତା ଅଭିଯାନ କାର୍ଯ୍ୟକ୍ରମ ଶୁଭାରମ୍ଭ

09-Jul-2024



ନୂଆପଡ଼ା- (ରାମନାଥ ପଣ୍ଡା )
ଭାରତ ସରକାର ଙ୍କ ନୀତି ଆୟୋଗ ତରଫରୁ ଆରମ୍ଭ ହୋଇଥିବା ସମ୍ପୂର୍ଣ୍ଣତା ଅଭିଯାନ ଅନ୍ତର୍ଗତ ପଞ୍ଚାୟତ ସମିତି କୋମନା ସଭା ଗୃହ ରେ ଏହାର ଆନୁଷ୍ଠାନିକ ଉନ୍ମୋଚନ  ପର୍ବ ପାଳିତ ହୋଇ ଯାଇଛି  | କାର୍ଯ୍ୟକ୍ରମକୁ  ଶ୍ରୀ ରାଜେନ୍ଦ୍ର ଢୋଲକିଆ, ମାନ୍ୟବର ବିଧାୟକ, ନୂଆପଡା ମୁଖ୍ୟ ଅତିଥି ରୁପରେ ଦୀପ ପ୍ରଜ୍ବଳନ କରିଥିଲେ | ସମ୍ପୂର୍ଣ୍ଣତା ଅଭିଯାନ ଅନ୍ତର୍ଗତ ୪ ଗୋଟି ବିଭାଗ ରେ ୬ ଗୋଟି ମାନଦଣ୍ଡକୁ କିପରି ଜୁଲାଇ ରୁ ସେପ୍ଟମ୍ବର ମାସ ମଧ୍ୟରେ ରେ ପୁର୍ନତା ଆଣି ହବ, ଏ ନେଇ  ଶ୍ରୀ ହିତାଂଶୁ ଶେଖର ସାମଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କୋମନା ଉପସ୍ଥିତ ବ୍ଲକ ଅଧିକାରୀ ଗଣଙ୍କୁ ଆଲୋକପାତ କରିଥିଲେ | ମଞ୍ଚରେ ଉପସ୍ଥିତ ମାନ୍ୟ ଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଶ୍ରୀମତୀ ଅନୁସୟା କୁମ୍ଭାର, କୋମନା ବ୍ଲକ ଅଧ୍ୟକ୍ଷା ଏହି କାର୍ଯ୍ୟକ୍ରମର ସଫଳତା ନେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ | ଏହା ସହିତ କୋମନା ପାଞ୍ଚାୟତରେ ସମ୍ପୂର୍ଣ୍ଣତା ଅଭିଯାନକୁ ନେଇ  ସଚେତନତା ଆଣିବା ପାଇଁ ସ୍କୁଲ ପିଲାଙ୍କ ଦ୍ୱାରା  ଏକ ପ୍ରଭାତ ଫେରି ହୋଇଥିଲା ଯାହାକୁ କୋମନା ସରପଞ୍ଚ ଶ୍ରୀ ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ଶ୍ରୀ ବଂଶୀଧର ବୁଡ଼େକ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ  କୋମନା ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ  ରହି କୁନି ପିଲାମାନଙ୍କୁ ଉତ୍ସାହିତ କରିଥିଲେ |  ଏହି ଅବସରରେ ବ୍ଲକର ସମସ୍ତ ୩୨ଟି ପାଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ମାଧ୍ୟମରେ ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ଅଣା ଯାଇ ଥିଲା | ସମନ୍ୱିତ ଶିଶୁ ବିକାଶ ବିଭାଗ ତରଫରୁ ପୋଷଣ ମେଳା ଓ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ୱାସ୍ଥ୍ୟ ଶିବିର କୁ ମାନ୍ୟବର ବିଧାୟକ ପରିଦର୍ଶନ କରି ଥିଲେ | ନୀତି ଆୟୋଗର ବିକାଶ ସହଯୋଗୀ ଭାବରେ କାର୍ଯ୍ୟ କରୁଥିବା ପିରାମଲ ଫାଉଣ୍ଡେସନ ତରଫ ରୁ ଗାନ୍ଧୀ ଫେଲୋ ଶ୍ରୀ ସୁରଜ ତିୱାରୀ ଓ ଶ୍ରବଣ ପାଶ୍ବାନ ଙ୍କୁ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିବା ଦିଗରେ ବ୍ଲକ ପ୍ରଶାସନକୁ କରିଥିବା ପ୍ରାରମ୍ଭିକ ସହଯୋଗିତା ପାଇଁ ମଞ୍ଚରେ ପ୍ରସଂଶିତ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like