-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଅପରାଧ

ବଲାଙ୍ଗୀରରେ ସାଇବରକ୍ରାମ.. ୪ଲକ୍ଷ୪୦ହଜାର ଲୋନ ଟଙ୍କା ଠକେଇ, ଜଣେ ଗିରଫ

09-Jul-2024



ବାଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ପୁଣି ସାଇବର ଠକେଇ । ନିଜକୁ ଏସବିଆଇର ଲୋନ ପ୍ରୋସେସିଂ ଅଫିସର କହି ଜଣେ ବ୍ୟକ୍ତିଙ୍କଠାରୁ ୪ଲକ୍ଷ୪୦ହଜାର ଟଙ୍କା ଠକେଇ କରି ପୋଲିସ ହାତରେ ଗିରଫ ହୋଇଛନ୍ତି । ଆଜି ବଲାଙ୍ଗୀର ସଦର ଏସଡିପିଓ ପ୍ରଦୀପ ସାହୁ ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନାରୁ ଜଣାଯାଇଛି ଯେ,ଦେଓଗାଁ ଥାନା ଅନ୍ତର୍ଗତ ପ୍ରତାପରୂଦ୍ରପୁର ଗାଁର ଛନ୍ଦାଚରଣ ବର୍ଗେ ନାମକଜଣେ ବ୍ୟକ୍ତିକୁ ବଲାଙ୍ଗୀର ତାଲପାଲିପଡାର କୈଳାସ ମହାନ୍ତି ନିଜକୁ ଷ୍ଟେଟବ୍ୟାଙ୍କର ଜଣେ ଲୋନପ୍ରୋସେସିଂ ଅଫିସର କହି ପରିଚୟ ଦେଇଥିଲେ । ଏପରିକି ଛନ୍ଦାଚରଣଙ୍କୁ କମ ସୁଧରେ ବ୍ୟାଙ୍କରୁ ଲୋନ କରାଇଦେବେ କହି କାଗଜପତ୍ର ନେଇଥିଲେ । ସେହି କାଗଜପତ୍ର ବଳରେ ଭୁବନେଶ୍ୱରର ଏକ ବ୍ରାଞ୍ଚରୁ ୯ଲକ୍ଷ ୪୦ହଜାର ଟଙ୍କାର ଲୋନ କରାଇଥିଲେ । କିନ୍ତୁ  ଛନ୍ଦାଚରଣଙ୍କୁ ୫ଲକ୍ଷ ଟଙ୍କା ଲୋନ ହୋଇଥିବା କହି ସେଥିରୁ ଭିନ୍ନ ଭିନ୍ନ ସମୟରେ ମାତ୍ର ୫ଲକ୍ଷ ଟଙ୍କା ଫେରାଇ ବାକି ୪ଲକ୍ଷ ୪୦ହଜାର ଟଙ୍କାକୁ ଦାନୀ ସରଭଙ୍ଗ ନାମକ ଅନ୍ୟଜଣେ ବ୍ୟକ୍ତିର ଆକାଉଣ୍ଟକୁ ନେଇ ଅର୍ଥ ହଡପ କରିଥିଲେ । ପରେ ଛନ୍ଦାଚରଣ ଠକେଇ ହୋଇଥିବା ବିଷୟରେ ଜାଣିବାକୁ ପାଇ ବଲାଙ୍ଗୀର ସାଇବର ଥାନାରେ ଏତଲା ଦେଇଥିଲେ । ବଲାଙ୍ଗୀର ସାଇବରଥାନାର କେସନମ୍ବର-୧୩/୨୦୨୪ ଦଫା-୪୧୯/୪୨୦/୪୬୭/୪୬୮ରେ ଓ ଆଇଟି ଏକ୍ଟରେ ମାମଲା ରଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଥିଲା । ତଦନ୍ତରେ କୈଳାଶ ଆହୁରି ଅନେକ ଲୋକଙ୍କୁ ଏଭଳି ଠକେଇ କରିଥିବା ଜଣାପଡିଥିଲା । ଶେଷରେ କୈଳାସକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । କୈଲାଶଙ୍କଠାରୁ ଏକ ଟିଭିଏସ ଆପାଚିଗାଡି,୨ଟି ଏନଡ୍ରୟଡ ଫୋନ,୨ଟି ସିମକାର୍ଡ,ଗୋଟିଏ ମାଇକ୍ରୋଏସଡି କାର୍ଡ,୩ଟି ଅରିଜିନାଲ ପାସବୁକ ଓ ୨ଟି ଅନ୍ୟମାନଙ୍କନାମରେ ଥିବା ପାସବୁକକୁ ପୋଲିସ ଜବତ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like