-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ବାଇକ ରେଲି ରେ ପାଛୋଟି ନେଲେ  ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କୁ

10-Jul-2024



ବଲାଙ୍ଗିର(ମହେନ୍ଦ୍ର ଦର୍ଜି): ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ତିନିଦିନିଆ ଗସ୍ତରେ ବଲାଙ୍ଗୀରରେ ପହଂଚିଛନ୍ତି l ନିର୍ବାଚନରେ ବିଜୟ ପରେ କନକବର୍ଦ୍ଧନ ସିଂହଦେଓ ତାଙ୍କ ନିର୍ବାଚନ ମଣ୍ଡଳୀକୁ ପ୍ରଥମଗସ୍ତ ହୋଇଥିବା ବେଳେ ଉପ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ପାଟଣାଗଡ଼ ଜନସାଧାରଣ ତଥା କର୍ମୀ ମାନଙ୍କ ମଧ୍ୟରେ ବେସ ଉତ୍ସାହ ଦେଖିବାକୁ ମିଳିଛି l ବଲାଙ୍ଗିର ଜିଲ୍ଲା ବାନ୍ଧନଭାଡ଼ି ଠାରୁ ଏକ ବାଇକ ରେଲି ରେ ଭବ୍ୟସ୍ୱାଗତ କରାଯାଇଥିବା ବେଳେ ପାଟଣାଗଡ଼ ର ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷ ସ୍ୱାଗତ କରିଥିଲେ l ଉପମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କ ସ୍ତ୍ରୀ ତଥା ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ ମଧ୍ୟ ତାଙ୍କ ସହିତ ଥିଲେ l ଉପମୁଖ୍ୟମନ୍ତ୍ରୀ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ସମସ୍ତଙ୍କୁ ଧନ୍ୟବାଦ ଦେବା ସହିତ ଆଗାମୀ ଦିନରେ ନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶୃତି ପାଳନ କରିବେ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like