-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ହୋଟେଲ ମାଲିକଙ୍କୁ ତଣ୍ଟି କାଟି ହତ୍ୟା,ଚାଷଜମିରୁ ମୃତଦେହ ଉଦ୍ଧାର

10-Jul-2024



* (ଡୋଲେଶ୍ଵର ବାଗ )
ନୂଆପଡ଼ା ସହର ଏକ ହୋଟେଲ ମାଲିକଙ୍କୁ ତଣ୍ଟି କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହୋଟେଲ ମାଲିକ ବରଗଡ଼ ଜିଲ୍ଲା ପାଇକମାଲ ଥାନା ମାଣ୍ଡୋସିଲ ଗାଁର ପିଙ୍କୁ କୁମାର ସାହୁ(୩୭) । ବର୍ତ୍ତମାନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ଶବ ରହିଅଛି। ବରଗଡ଼ ଜିଲ୍ଲା ପାଇକମାଲ ଥାନା ମାଣ୍ଡୋସିଲ ଗାଁର ପିଙ୍କୁ ନୂଆପଡ଼ା ସହର ତହସିଲ ଅଫିସ ସମ୍ମୁଖରେ ଏକ ହୋଟେଲକୁ ଭଡ଼ାରେ ଚଳାଉଥିଲେ । ସେ ମାଣ୍ଡୋସିଲ ଓ ନୂଆପଡ଼ାକୁ ଯିବା ଆସିବା କରି ରହୁଥିଲେ । ଆଜି ରାତି ପ୍ରାୟ ୯ ଟାରେ ମାଣ୍ଡୋସିଲ ଗାଁ ନିକଟ ଭୁତମୁଣ୍ଡା ରାସ୍ତାର ଏକ ଚାଷଜମିରେ ତାଙ୍କ ମୃତ ଦେହ ମିଳିଅଛି । ଶରୀର ରେ ଧରୁଆ ଅସ୍ତ୍ରରେ ଆକ୍ରମଣ କରି ଚାଲି ଯାଇଥିଲେ । ସେଠି ଚାଷଜମି  କାଦୁଅରେ ପିଙ୍କୁଙ୍କୁ ଗୁରୁତର ଅବସ୍ଥାରେ ଛାଡି ଚାଲିଥିଲେ । 
ରାତିରେ ପରିବାର ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି  ଗୁରୁତର ଅବସ୍ଥାରେ ଉଦ୍ଧାର କରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ମୃତ ଘୋଷଣା କରିଥିଲେ । ତଣ୍ଟିକୁ କାଟି ହତ୍ୟା କରିଥିବା ସନ୍ଦେହ ସହ ମୁଣ୍ଡ ଓ ଦେହରେ କ୍ଷତ ଚିହ୍ନ ଲାଗିଛି । ଏବେ ମୃତଦେହ ବ୍ୟବଚ୍ଛେଦ ପାରେ ପରିବାରଙ୍କୁ ହସ୍ତାନ୍ତର କରିଛନ୍ତି। ପୂର୍ବରୁ ଗଞ୍ଜେଇ କାରବାର କରୁଥିଲେ । ସେମାନଙ୍କ ଦୁଇ ଗୋଷ୍ଠୀ ହୋଇ ହତ୍ୟା ହୋଇଥିବା ପୋଲିସ ସନ୍ଦେହ କରୁଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like