-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||     

HOME   ଜିଲ୍ଲା

ବିଶ୍ୱର ସମସ୍ତ ରାମଭକ୍ତଙ୍କୁ ଜୋଡିବା ପାଇଁ ରାମ ମନ୍ଦିର ଏକ ସେତୁ ଭାବରେ କାମ କରିବ

29-Dec-2020



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)-୪୯୦ ବର୍ଷର ସଂଘର୍ଷ ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଶ୍ରୀ ରାମଙ୍କ ଜନ୍ମଭୂମିରେ  ଭଗବାନ ରାମଙ୍କ ବବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଛି । ରାଷ୍ଟ୍ରୀୟ ମର୍ଯ୍ୟାଦାର ପ୍ରତୀକ ଏହି ମନ୍ଦିର ୨ଠ୨୪ ମସିହା ଶେଷ ଆଡକୁ ଶେଷ ହୋଇ ଯିବ ଏବଂ ଏହାର ଶିଖର ଉପରେ ଗୈରିକ ପତାକା ଉଡିବାରେ ଲାଗିବ । ଏହି ମନ୍ଦିର ବିଶ୍ୱର ସମସ୍ତ ରାମଭକ୍ତଙ୍କୁ ଜୋଡିବା ପାଇଁ ଏକ ସେତୁ ଭାବରେ କାମ କରିବ ବୋଲି ଆଜି ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମତପ୍ରକାଶ ପାଇଛି । ମକର ସଂକ୍ରାନ୍ତି ଠାରୁ ମାଘ ପୂର୍ଣ୍ଣିମା ପର୍ଯ୍ୟନ୍ତ ସଂପୂର୍ଣ୍ଣ ଦେଶକୁ ଜୋଡିବା ପାଇଁ ଏକ ବ୍ୟାପକ ବିଧିର ସମର୍ପଣ ଓ ସଂପର୍କ ଅଭିଯାନ କରାଯିବ ଏବଂ ବଲାଙ୍ଗୀରର ୧୭୬୪ ଗ୍ରାମର ସମସ୍ତ ପରିବାରକୁ ସଂପର୍କ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ମତପ୍ରକାଶ ପାଇଛି । ଓଡ଼ିଶାର ସନ୍ଥ ମାନଙ୍କର ଏକ ମାଗଦର୍ଶନ ମଣ୍ଡଳ ଗଠନ କରାଯାଇଚି । ବଲାଙ୍ଗୀର ଜିଲ୍ଲାରେ ସ୍ୱାମୀ ଶ୍ରୀ ତେଜୋମୟନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ବର୍ଗ ପ୍ରମୁଖଙ୍କୁ ଏହି ସମିତିରେ ନିଆଯାଇଛି । ଏହି ଅଭିଯାନ ବିଶ୍ୱ ଇତହାସରେ ସବୁଠୁ ବଡ ଅଭିଯାନ ହେବ । ଏହାର ପରିଣାମ ସ୍ୱରୂପ ହିନ୍ଦୁତ୍ୱର ଏକ ବଡ ଜୁଆର ଆସିବ । ଏହି ସମ୍ମିଳନୀରେ ବିଶ୍ୱ ହିନ୍ଦୁ ପରିଷଦ, ଓଡ଼ିଶା(ପଶ୍ଚିମ)ର ସଭାପତି ନିଳାଦ୍ରି ବିହାରୀ ଯୋଷୀ,ଜିଲ୍ଲା ସଭାପତି ଗୋବିନ୍ଦ ଚନ୍ଦ୍ର ମି୍‌ର, ଶ୍ରୀରାମ ମନ୍ଦିର ନିଧି ସମର୍ପଣ ସମିତି ଅଧ୍ୟକ୍ଷ ସ୍ୱାମୀ ଶ୍ରୀ ତେଜୋମୟନନ୍ଦ ସରସ୍ୱତୀ, କିଲ୍ଲା ଅଭିଯାନ ପ୍ରମୁଖ ପବିତ୍ର କୁମାର ଦାସ, ସହ ପ୍ରମୁଖ ଦତ୍ତାନନ୍ଦ ପଣ୍ଡା, ବିଧି ପ୍ରମୁଖ  ପ୍ରମୁଖ ଜତୀନ୍ଦ୍ର କୁମାର ପାଠି ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026

You Might Also Like