-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍

10-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ):  ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ କ୍ରିୟାନ୍ୱୟନ ପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ରାଜ୍ୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ ରହିଛି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ ।

ଏହି ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଲା ମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀର ଯୋଜନା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ । ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ମୋଦୀ ସରକାରଙ୍କ ଯୋଜନା ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ ଶ୍ରୀସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like