-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ୩ଦିନିଆଁ ବଲାଙ୍ଗୀର ଜିଲ୍ଲା ଗସ୍ତ ବିଭିନ୍ନ ସ୍ଥାନରେ ରୋଡସୋ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

10-Jul-2024



ବଲାଙ୍ଗୀର(ପ୍ରେରଣା ଖବର ): ଓଡିଶା ସରକାରରେ ମୁଖ୍ୟମନ୍ତ୍ରୀ ଥିବା କନକବର୍ଦ୍ଧନ ସିଂଦେଓ ବଲାଙ୍ଗୀର ଜିଲ୍ଲାକୁ ତିନିଦିନିଆଁ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସି ବିଭିନ୍ନସ୍ଥାନରେ ଦଳୀୟକର୍ମିଙ୍କ ଦ୍ୱାରା ଆୟୋଜିତ ରୋଡସୋ ଓ ଅନୁଷ୍ଠାନମାନଙ୍କ ଦ୍ୱାରା ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ମଙ୍ଗଳବାର ଦିନ ସକାଳେ କନକବର୍ଦ୍ଧନ ଭୁବନେଶ୍ୱରରୁ ଟ୍ରେନରେ ଆସି ବଲାଙ୍ଗୀର ଷ୍ଟେସନରେ ଓହ୍ଲାଇ

ସର୍କିଟହାଉସକୁ ପହଞ୍ଚିଥିଲେ । ରେଳଷ୍ଟେସନଠାରୁ ତାଙ୍କୁ ଦଳୀୟକର୍ମିମାନେ ସ୍ୱାଗତଜଣାଇ ସର୍କିଟହାଉସକୁ ଆଣିଥିଲେ । ସେଠାରୁ ସେ ତାଙ୍କ ସରକାରୀ ଗାଡିରେ ତାଙ୍କ ନିଜ ଘର ପାଟଣାଗଡ ରାଜଖମାରକୁ ଯାଇଥିଲେ । ପରେ ପାଟଣାଗଡ,ଲାଠୋର ଇତ୍ୟାଦି ଅଞ୍ଚଳରେ ହୋଇଥିବା ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ । ପାଟଣାଗଡ ପହଞ୍ଚି ସେ ପାଟଣେଶ୍ୱରୀ,ଦଶମତି,ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିଥିଲେ । ବୁଧବାରଦିନ ସକାଳ ୧୦ଟାରେ ପାଟଣାଗଡରୁ ଆସି ବଲାଙ୍ଗୀର ପଥରଚେପାସ୍ଥିତ ଭାଜପାର ଜିଲ୍ଲାକାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଥିଲେ । ସେଠାରୁ ଏକ ଭବ୍ୟ ମୋଟରସାଇକେଲ ଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ,ତାଙ୍କ ଧର୍ମପତ୍ନୀ ବଲାଙ୍ଗୀର ସାଂସଦ ସଂଗୀତାକୁମାରୀ ସିଂଦେଓ,ତାଙ୍କ ଝିଅ ନିଭୃତିକୁମାରୀ ସିଂଦେଓ ମେୱାର ସହର ପରିକ୍ରମା କରାଯାଇଥିଲା । ବରିଷ୍ଠ ଭାଜପାନେତା ଗୋପାଳଜୀ ପଣିଗ୍ରାହୀ ଓ ପୂର୍ବତନ କାଉନସିଲର ପିତାମ୍ବର ଖମାରୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶୋଭାଯାତ୍ରାରେ ଶତାଧିକ ଯୁବକାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ । ସ୍ଥାନୀୟ ଠିକଦାରପଡା ଛକଠାରେ ଭାଜପାର ଯୁବନେତା ଅନନ୍ତ ଦାସ, ଅନୀଳ ପାଣିଗ୍ରାହୀ, ବଡବାବୁ ସେଲମା ପ୍ରମୁଖଙ୍କ ନେତୃତ୍ୱରେ ଶତାଧିକ ଯୁବକ କନକ ଓ ସଂଗୀତାଙ୍କୁ ସ୍ୱାଗତ ଜଣାଇଥିଲେ । ଏଠାରେ ସେମାନେ ଶୈଳଶ୍ରୀ ପ୍ୟାଲେସକୁ ଯାଇ ମନ୍ଦିରଦର୍ଶନ କରିଥିଲେ । ଦିନ ୧୧.୩୦ରେ ଉପମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଥିବା ଓସୱାନ ସେଣ୍ଟରରେ ଭିଡିଓକନଫରେନ୍ସିଂରେ ରାଜ୍ୟମନ୍ତ୍ରୀମଣ୍ଡଳର କ୍ୟାବିନେଟ ବୈଠକରେ ଯୋଗ ଦେଇଥିଲେ । କନକବର୍ଦ୍ଧନଙ୍କ ଜିଲ୍ଲାପାଳ ଗସ୍ତସମୟରେ

ସମ୍ବଲପୁର ଡିଆଇଜି ହିମାଂଶୁ ଲାଲ,ବଲାଙ୍ଗୀର ଜିଲ୍ଲାପାଳ ଶୀବାଜୀ ଗୌରବ ଇସଲୱାର,ଏସପି ଋଷିକେଶ ଖିଲାରୀ, ସଦରଏସଡିପିଓ ପ୍ରଦୀପକୁମାର ସାହୁ ଓ ଇନ୍ସପେକ୍ଟରଗଣ ଉପସ୍ଥିତ ଥିଲେ । ସେଠାରୁ ପୁଣି ବାହାରି ପାଟଣେଶ୍ୱରୀମନ୍ଦିର ଓ ସମଲେଶ୍ୱରୀମନ୍ଦିରଦର୍ଶନ କରି ସ୍ଥାନୀୟ ଜଗନ୍ନାଥପଡାର ଜଗନ୍ନାଥମନ୍ଦିର ପରିସରରେ ୮୪ଘର ଅଘରିଆ ସମାଜ ଦ୍ୱାରା ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ । ପରେ ବିଭିନ୍ନ ବ୍ଲକଅଞ୍ଚଳରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like