-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ ବୈଠକ

10-Jul-2024



କଣ୍ଟାମାଳ (ଜୟ କୁମାର ମହାରଣା)
କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ାସ୍ଥିତ ସମଲେଶ୍ଵରୀ ସରକାରୀ ଉଚ୍ଚବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନର ବୈଠକ ସଭାପତି ସୁଶାନ୍ତ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ପିତବାସ ପଣ୍ଡା ବିଦ୍ୟାଳୟର ଅଭିଯାନର ଜମାରାଶି ଆୟ,ବ୍ୟୟଉପରେ ଆଲୋକପାତ କରାଇ ଅନୁଷ୍ଠାନରେ ନିର୍ମିତ କାର୍ଯ୍ୟ ଉପରେ ବିବରଣୀ ରଖିଥିଲେ। ସେହିପରି ଅନ୍ୟ ସଦସ୍ୟମାନେ ବିଦ୍ୟାଳୟର ଆବଶ୍ୟକତାକୁ ନେଇ ଏକ ସଭାଗୃହ, ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ସ୍ଥାପନ ପାଇଁ ଶିକ୍ଷା ବିଭାଗ ଓ ସ୍ଥାନୀୟ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗଙ୍କ ଦୃଷ୍ଟି ଆକର୍ଷଣ ପାଇଁ ପଦକ୍ଷେପ ନେବାକୁ ପ୍ରସ୍ତାବ ନିଆଯାଉଥିଲା ଏବଂ ଚତୁର୍ଥ ଶ୍ରେଣୀ କମିଚାରୀ ନିଯୁକ୍ତି ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଜଣାଇବାକୁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଉକ୍ତ ବୈଠକରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀପତି ମଲିକ, ସୂର୍ଯ୍ୟନାରାୟଣ ସାହୁ, ପ୍ରଭାତ କୁମାର ସାହୁ,ଆରତ ବାଇ, ସୂର୍ଯ୍ୟ ଦେହୁରୀ, ବିଶ୍ଵାମିତ୍ର ମାଝୀ, ବିରେନ୍ଦ୍ର ଦେହୁରୀ, ଅଶୋକ ଦେହୁରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ। ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026

You Might Also Like