-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଭିନ୍ନକ୍ଷମ ହିରୋ ସୁନା କୁ ଆବାସ ଘର ସାତ ସପନ,ଅନିୟମିତତା ଘେରରେ କୁଟାସିଂହା ଗ୍ରାମ ପଞ୍ଚାୟତ, ଗୋଟିଏ ଗୋଟିଏ ପରିବାର ରେ ଏକାଧିକ ଘର,ପୁଣି ଷ୍ଟଲ ନିର୍ମାଣ

11-Jul-2024



ବଲାଙ୍ଗୀର(ମହେନ୍ଦ୍ର ଦର୍ଜି ): ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଲକ କୁଟାସିଂହା ପଂଚାୟତ ଡୁଙ୍ଗୁରିପାଲି ଗାଁର ବାସିନ୍ଦା ହିରୋ ସୁନା (୩୭) ଜନ୍ମରୁ ସେ ଭିନ୍ନକ୍ଷମ ଅଟନ୍ତି | ଡାହାଣ ଗୋଡ଼ ସରୁ ହୋଇ ବାମ ଗୋଡ଼ ଛୋଟ ଥିବାରୁ ଠିକ ରେ ଚାଲି ପାରନ୍ତି ନାହିଁ କି କୋୖଣସି କାମ ଧନ୍ଦା କରି ପାରନ୍ତି ନାହିଁ | ୧୦ବର୍ଷ ହେଲା ମାବାପାଙ୍କ ମୃତ୍ୟୁ ହୋଇ ସାରିଛି | ବଡ ଭାଇ ନିଜ ପରିବାରକୁ ନେଇ ଅଲଗା ରହୁଛନ୍ତି | ଭାଗ ପାଇଥିବା ଦୁଇ ବଖରା ମାଟି ଛପର ଘରେ ନିଜେ ରୋଷେଇ କରି ଚଳୁଥିଲେ ଅବିବାହିତ ହିରୋ ସୁନା |ହେଲେ ଅର୍ଥାଭାବ ତଥା ନିଜେ ଅକ୍ଷମ ଥିବାରୁ ଘରକୁ ମରାମତି କରି ପାରିଲେ ନାହିଁ ଫଳରେ ଘର ଭାଙ୍ଗି ରୁଜି ଗଲାଣି | ଏବେ ବର୍ଷେ ହେବ ସମ୍ପର୍କୀୟ ଙ୍କ ଘରେ ଆଶ୍ରୟ ନେଇଛନ୍ତି | ସରକାର ଙ୍କ ଆବାସ ଯୋଜନା ତଥା ଭିନ୍ନକ୍ଷମ କୋଟା ରୁ ଘର ଖଣ୍ଡିଏ ଯୋଗାଇ ଦେବାକୁ ପ୍ରଶାସନ କୁ ବହୁବାର ଜଣେଇଥିଲେ ବି ଏ ପର୍ଯ୍ୟନ୍ତ ପ୍ରଶାସନ ତାଙ୍କ କଥା ଶୁଣିନାହିଁ | ଭିନ୍ନକ୍ଷମ ଭତ୍ତା ବାବଦକୁ ୧୦୦୦ ଟଙ୍କା ଓ ୫କେଜି ରାସନ ଚାଉଳ କୁ ଛାଡିଦେଲେ ଆଉ କୌଣସି ସରକାରୀ ସହାୟତା ପାଇନଥିବା କହିଛନ୍ତି ୫୫%ଭିନ୍ନକ୍ଷମ ହିରୋ ସୁନା |ଭିନ୍ନକ୍ଷମ ହିରୋ ସୁନା କୁ ଆବାସ ଘର ସାତ ସପନ।ମାଟି ,ଛପର ଘର ଭାଙ୍ଗି ଯିବାରୁ ଅନ୍ୟ ଘରେ ଆଶ୍ରୟ ନେଇଛନ୍ତି।ଅନିୟମିତତା ଘେରରେ କୁଟାସିଂହା ଗ୍ରାମ ପଞ୍ଚାୟତ। ଗୋଟିଏ ,ଗୋଟିଏ ପରିବାର ରେ ଏକାଧିକ ଘର,ପୁଣି ଷ୍ଟଲ ନିର୍ମାଣ କରି ଛନ୍ତି।ବହୁ ଅଯୋଗ୍ୟ ହିତାଧିକାରୀ ଏଥିରେ ସାମିଲହୋଇ ଆବାସ ଘର ହାତେଇ ନିଜର ପ୍ରଭାବ ଜାହିର କରିଥିବା ବେଳେ ଅସହାୟ ହିରୋ ସୁନାଙ୍କୁ ମିଳିନଥିବାରୁ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି।ରାଜ୍ୟ ଓ  କେନ୍ଦ୍ର ସରକାରଙ୍କ ମାଳମାଳ ଯୋଜନା କିନ୍ତୁ ଉପଯୁକ୍ତ ହିତାଧିକାରୀ ଏଥିରୁ ବଞ୍ଚିତ ହେଉଛନ୍ତି।ଏଠାରେ ସୂଚନାଯୋଗ୍ୟ ଯେ, କୁଟାସିଂହା କଣ୍ଟା ପାଲି ପଡ଼ା ଗ୍ରାମର ଭୂମିହୀନ,ସୁରଜ୍ ବାଗଙ୍କୁ ମଧ୍ୟ ଘର ମିଳିପାରି ନାହିଁ । ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like