-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିଧାନସଭାସତ୍ର ପୂର୍ବରୁ କଳିକେଶଙ୍କ ଜନସହଭାଗିତା କାର୍ଯ୍ୟକ୍ରମ, କୃଷିବିଶ୍ୱବିଦ୍ୟାଳୟ,ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ସହ ବିଦ୍ୟୁତ ସ୍ମାର୍ଟମିଟର ବନ୍ଦପାଇଁ ପ୍ରସ୍ତାବ

11-Jul-2024



ବଲାଙ୍ଗୀର(ପ୍ରେରଣା ଖବର)- ଆଗକୁ ବିଧାନସଭାସତ୍ର ଆରମ୍ଭ ହେବାକୁ ଯାଉଛି । ତେଣୁ ବିଧାନସଭାରେ ବଲାଙ୍ଗୀରର ମୁଖ୍ୟ ସମସ୍ୟା ଗୁଡିକୁ ଉପସ୍ଥାପନ କରିବା ବିଷୟରେ ବଲାଙ୍ଗୀରର ନବନିର୍ବାଚିତ ବିଧାୟକ କଳିକେଶନାରାୟଣ ସିଂଦେଓ ଆଜି ଜନସହଭାଗିତା କାର୍ଯ୍ୟକ୍ରମ କରିଛନ୍ତି। ନିର୍ବାଚନ ବେଳେ ସେ ଲୋକଙ୍କ ପାଖରେ ଦେଇଥିବା ପ୍ରତିଶୃତିଗୁଡିକୁ ପୂରଣ କରିବା ସହ ଲୋକଙ୍କଠାରୁ ମତସଂଗ୍ରହ କରି ଜନସହଭାଗିତା ଜରିଆରେ ସମସ୍ୟାଗୁଡିକୁ ସମାଧାନ କରାଯିବାକୁ ଏଭଳି କାର୍ଯ୍ୟକ୍ରମ କରାଯାଇଥିବା କଳକେଶ ସୂଚନା ଦେଇଥିଲେ । ସ୍ଥାନୀୟ ପେଲସଲାଇନ ମୀନା ଟେଣ୍ଟହାଉସ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡି ଯୁବସଭାପତି ରାଜେନ୍ଦ୍ର ହୋତା ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ସଂଗଠନର କର୍ମକର୍ତ୍ତା ସାମିଲ ହୋଇ ନିଜ ନିଜ ମତ ଉପସ୍ଥାପନ କରିଥିଲେ। ଏହି ଆଲୋଚନାରେ ବଲାଙ୍ଗୀରରେ କୃଷିବିଶ୍ୱବିଦ୍ୟାଳୟ ସ୍ଥାପନ କରିବା, ଦେଓଗାଁ ଚିନିକଳକୁ ପୁନଃକାର୍ଯ୍ୟକ୍ଷମ କରିବା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ମହିଳା ମହାବିଦ୍ୟାଳୟ ଇତ୍ୟାଦି ଶିକ୍ଷାନୁଷ୍ଠାନର ଅଧ୍ୟାପକ ସମସ୍ୟା ଓ ଟାଟାପାୱାର ଲଗାଇଥିବା ସ୍ମାର୍ଟମିଟରକୁ ବନ୍ଦ କରାଇବାକୁ ,ସହରରେ ନିଶାକାରବାର ବନ୍ଦ କରିବା, ସହରକୁ ସବୁଜସୁନ୍ଦର କରିବାକୁ ବ୍ୟାପକ ବୃକ୍ଷରୋପଣ କରିବା ଇତ୍ୟାଦି ବିଷୟରେ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଥିଲା । ଏଥିସହ ଧାନ କିଣାରେ ସ୍ୱଚ୍ଛତା, ପୌରପାଳିକାର ଡ୍ରେନସଫେଇ ଇତ୍ୟାଦି ପ୍ରସଙ୍ଗ ମଧ୍ୟ ଉଠିଥିଲା । ଏହି ସବୁ ସମସ୍ୟାକୁ ନେଇ ସେ ବିଧାନସଭାରେ ଆଲୋଚନା କରିବେ ଓ ସମାଧାନ କରିବା ଦିଗରେ ପଦକ୍ଷେପ ନେବେ ବୋଲି କଳିକେଶ ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ନାଗରିକ କମିଟିର ସଭାପତି ଡ.ଶ୍ରୀକର ମିଶ୍ର, ସଂପାଦକ ମଧୁସୂଦନ ନାୟକ,ବଣିକସଂଘର କିଶୋର ରଥ, କେମିଷ୍ଟ ଏଣ୍ଡ ଡ୍ରଗିଷ୍‌ଟ ଏସୋସିଏସନର ଲୋଟସ ଷଢଙ୍ଗୀ, ଜିଲ୍ଲା ଓକିଲ ସଂଘ ର ସଭାପତି ଅମରେଶ ତ୍ରିପାଠୀ, ରେଳ ଉପଭୋକ୍ତା ସଂଘର ତରୁଣ କୁମାର ମିଶ୍ର,ବରିଷ୍ଠ ନାଗରିକ ମଞ୍ଚର ଗୌରଚରଣ ପୁରୋହିତ,ବଲାଙ୍ଗୀର ସ୍ୱେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ନାରୀଶକ୍ତି ଫାଉଣ୍ଡେସନର 

ମମତା ଜେନା, ଅଘରିଆ ସମାଜର ସଭାପତି ଶୁଭ୍ରାଂଶୁ ପଟେଲ, କୁଲତା ସମାଜ, ଡୁମାଳ ସମାଜ, ଉଠା ଦୋକାନୀ ସଂଘ ଇତ୍ୟାଦି ସମେତ ଶତାଧିକ ସଂଗଠନର କର୍ମକର୍ତ୍ତା ଓ ବୁଦ୍ଧିଜୀବୀ ଉପସ୍ଥିତ ରହି ପ୍ରସ୍ତାବ ଗୁଡିକ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୌରାଧ୍ୟକ୍ଷା ଲିକା ସାହୁ, କାଉନସିଲର ଗଣ,ବିଜେଡିର ବରିଷ୍ଠନେତା ଲକ୍ଷ୍ମଣ କୁମାର ମେହେର, ଭଗବାନ ବଗର୍ତ୍ତି,ପ୍ରଦୀପ ସାହୁ, ସୁଶିଳ ଚାନ୍ଦ, ନରସିଂହ ବାଘ, ବିଜେଡି ଜିଲ୍ଲା ମହିଳା ସଭାପତି ଦମୟନ୍ତି ବାଘ, ପ୍ରଦ୍ୟୁମ୍ନ ହୋତା, ପ୍ରମୋଦ ବହିଦାର, ଶୈଳେନ୍ଦ୍ର ସାହୁ, ଦେବଦତ୍ତ ବେହେରା, ବିଭୁତିଭୁଷଣ ମିଶ୍ର,ଟୁନା ସ୍ୱାଇଁ , ଗୁଞ୍ଜ ଖାନ ପ୍ରମୁଖଙ୍କ ସହ ଶତାଧିକ ଲୋକ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like