-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||     

HOME   ଜିଲ୍ଲା

ମୁଖ୍ୟ ଚିକିତ୍ସା ଅଧିକାରୀ ସାଜିଲେ ରାଜମିସ୍ତ୍ରୀ

29-Dec-2020



ନୟାଗଡ଼:(ପ୍ରଦୀପ କୁମାର ପଣ୍ଡା)- ଖଣ୍ଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟତ୍ମକ ଦୃଶ୍ୟ | ଖଣ୍ଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏବେ ଉନ୍ନୟନମୂଳକ କାର୍ଯ୍ୟ ଚାଲୁରହିଛି | ଏହି କାର୍ଯ୍ୟରେ ଖଣ୍ଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସାଧିକାରୀ ଡ଼ଃ ଅଭିସାର ପଣ୍ଡା ନିଜେ କରଣୀ ଧରି ରାଜମିସ୍ତ୍ରୀ ସାଜିଥିବାର ଦୃଶ୍ୟ ବୁଦ୍ଧିଜୀବୀ ମହଲରେ ବେଶ ଚର୍ଚ୍ଚା ର ବିଷୟ ପାଲଟିଛି | କାର୍ଯ୍ୟରତ ରାଜମିସ୍ତ୍ରୀଙ୍କ କାର୍ଯ୍ୟକୁ ଦେଖିବା ପରେ ଡ଼ଃ ପଣ୍ଡା ନିଜେ କରଣୀ ଧରି ଅକ୍ଷର ଗୁଡିକୁ ଅଧିକ ସୌନ୍ଦର୍ଯ୍ୟପୂର୍ଣ୍ଣ କରିବାର ପ୍ରୟାସ କରିଛନ୍ତି | ଶ୍ରୀଯୁକ୍ତ ପଣ୍ଡା ଜଣେ ସାହାଯ୍ୟାତ୍ମକ ମନୋଭାବାପର୍ଣ୍ଣ ଦକ୍ଷ ଡାକ୍ତର ହୋଇଥିବା ବେଳେ ଜଣେ ସୁନ୍ଦର ଆର୍ଟିଷ୍ଟ ହୋଇଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି | ଏପରିକି ତାଙ୍କର ଚିକିତ୍ସାରେ ଅଞ୍ଚଳବାସୀ ତାଙ୍କୁ ଭଗବାନ ସଦୃଶ ପୂଜା କରିବା ସହିତ ତାଙ୍କୁ ଆଶୀର୍ବାଦର ବର୍ଷା କରୁଛନ୍ତି | ଖଣ୍ଡପଡା ଅଂଚଳରେ କୌଣସି ସମାଜସେବାତ୍ମକ କାର୍ଯ୍ୟକ୍ରମ ହେଲେ ସେ ସାହାଯ୍ୟର ହାତ ବଢାଇବା ସହିତ ଆଗଧାଡିର ନେତୃତ୍ୱ ନେବାପାଇଁ ରହିଥିବା ମନୋଭାବ ପାଇଁ ସେ ବେଶ ଚର୍ଚ୍ଚିତ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026

You Might Also Like