-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଉପମୁଖ୍ୟମନ୍ତ୍ରୀଙ୍କୁ ବିନିକାରେ ବିପୁଳ ସମ୍ବର୍ଦ୍ଧନା

11-Jul-2024



ବିନିକା(ହିମାଂଶୁ ଶେଖର ପୁଟେଲ)ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେପି ସରକାର ଗଠନ ହେବାପରେ ବଲାଙ୍ଗୀର ଜିଲ୍ଲାରୁ ଉପ ମୁଖ୍ୟମନ୍ତ୍ରୀ ହୋଇଥିବା ମହାରାଜ କନକ ବର୍ଦ୍ଧନ ସିଂହଦେଓ ଙ୍କ ପ୍ରଥମ ବିନିକା ଗସ୍ତ ଅବସରରେ ତାଙ୍କୁ ଅଞ୍ଚଳବାସୀଙ୍କ ତରଫରୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।ସୂଚନା ଯୋଗ୍ୟ ଯେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନ ପରିଦର୍ଶନ ସାରି ବୁଧବାର ରାତି ପ୍ରାୟ ୧୦ଘଣ୍ଟା ସମୟରେ ବିନିକା ପହଞ୍ଚିଥିଲେ ।ଅପେକ୍ଷାରତ ବିଜେପି କର୍ମୀ ଓ ଅଞ୍ଚଳବାସୀ ତାଙ୍କୁ ସ୍ବାଗତ ଜଣାଇ ସ୍ଥାନୀୟ ଟାଉନ ହଲ ସଭା ସ୍ଥଳକୁ ପାଛୋଟି ନେଇଥିଲେ ।ଜିଲ୍ଲା ବିଜେପି ଉପ ସଭାପତି ଅଶୋକ ପୃଷ୍ଟିଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ,ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ,ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଳା,ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର,କାର୍ଯ୍ୟକାରୀ ସଭାପତି ବିଜୟ କୁମାର ମହାକୁର ଉପସ୍ଥିତ ଥିଲେ।ଏହି ପରିପ୍ରେକ୍ଷୀରେ ଦଳୀୟ କର୍ମକର୍ତ୍ତା ଏବଂ ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ,ସାଂସଦ ଓ ବିଧାୟକଙ୍କୁ ପୁଷ୍ପ ଗୁଛ ପ୍ରଦାନ ସହ ଉପଢୋକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ମୁଖ୍ୟ ଅତିଥି ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଅଞ୍ଚଳବାସୀଙ୍କ ସମର୍ଥନ ଓ ସ୍ନେହ ଯୋଗୁଁ ଆଜି ରାଜ୍ୟରେ ବିଜେପି ସରକାର ଗଠନ ହୋଇପାରିଥିବାରୁ ଉପସ୍ଥିତ ଅଞ୍ଚଳର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇବା ସହ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ଆଗାମୀ ଦିନରେ ନିଶ୍ଚିତ ପୂରଣ ହେଵ ବୋଲି କହିଥିଲେ ।ଏହା ବ୍ୟତୀତ ପୂର୍ବରୁ ସାରା ରାଜ୍ୟରେ ପିଏମ କିସାନ ଯୋଜନାରେ କେବଳ ଗ୍ରାମାଞ୍ଚଳ ଲୋକେ ସାମିଲ ହେଉଥିଲେ l ଏବେ କିନ୍ତୁ ସାରା ରାଜ୍ୟର ଗ୍ରାମାଞ୍ଚଳ, ସହରାଞ୍ଚଲର ସମସ୍ତ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ପ୍ରକାଶ କରିଥିଲେ । ସମ୍ବର୍ଦ୍ଧନା ସଭା ଶେଷରେ ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ବମ୍ବର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ବିଜେପିର ଉସତ କର,ଭୁବନେଶ୍ୱର ପାତ୍ର,ଜନାର୍ଦ୍ଦନ ଖମାରୀଙ୍କ ସମେତ ମଣ୍ଡଳ ସ୍ତରୀୟ ପଦାଧିକାରୀ,କର୍ମୀ,ଅଞ୍ଚଳବାସୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like