-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସଙ୍ଗମ ହେରା ପଞ୍ଚମୀ ଅବସରରେ ଜିଉ ପାଖରେ ଷାଠିଏ ପଉଟି ନୈବେଦ୍ୟ ଅର୍ପଣ           

11-Jul-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ଯୋରକଣୀ ମହାବୀର ମନ୍ଦିର ନିକଟସ୍ଥ ଜଗନ୍ନାଥ ମନ୍ଦିର ୨୦୧୩ ମସିହାରେ ନିର୍ମାଣ କରାଯାଇ ବଡ଼ ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ପ୍ରଭୁ ଜଗନ୍ନାଥ,ଏବଂ ଚକ୍ରରାଜ ସୁଦର୍ଶନଙ୍କର ବିଗ୍ରହ ପ୍ରତିଷ୍ଠା କରାଯାଇଥିଲା ।

୨୦୧୬ ମସିହାରୁ ମହାବୀର ଜଜ୍ଞ କମିଟି ଏବଂ ମୁଷ୍ଟିମେୟ ଭକ୍ତ ମାନଙ୍କୁ ନେଇ ରଥଯାତ୍ରା କାର୍ଯ୍ୟକ୍ରମ,
(ଶ୍ରୀକ୍ଷେତ୍ର ରଥଯାତ୍ରା ନିତୀ କାନ୍ତିକୁ ଅନୁସରଣ କରି )ଆରମ୍ଭ କରାଯାଇଥିଲା। ଆଜ ସୁଧା ପ୍ରତି ବର୍ଷ ଭଳି ଅକ୍ଷୟତୃତୀୟା ରେ ରଥ କାଠ ଅନୁକୂଳ, ସ୍ନାନପୂର୍ଣ୍ଣିମା,
ନେତ୍ର ଉତ୍ସବ, ନବଯୌବନ ଦର୍ଶନ, ରଥଯାତ୍ରା , ହେରାପଞ୍ଚମୀ, ନବମୀ ସଂନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା, ସୁନାବେଶ, ଅଧରପଣା, ନିଳାଦ୍ରୀବିଜେ ରିତୀନିତୀ ମହାଆଡମ୍ବରରେ ପାଳନ କରାଯାଇଥାଏ ।
             ଚଳିତ ବର୍ଷ ସ୍ନାନପୂର୍ଣ୍ଣିମାରେ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଶ୍ରୀ ଯୁକ୍ତ ବିଶ୍ଵଜିତ ମିଶ୍ର ଏବଂ ଅନ୍ୟାନ୍ୟ ସେବକମାନଙ୍କ ସହାୟତାରେ ଶ୍ରୀଜିଉ ମାନଙ୍କୁ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଇ, ଅନବସର ନିତୀ କାନ୍ତି ପୂର୍ବକ ଦଶମୂଳ ମୋଦକ ଅର୍ପଣ କରାଯାଇ ରଥଯାତ୍ରା ଦିନ ଶ୍ରୀବିଗ୍ରହମାନଙ୍କୁ ଧାଡିପହଣ୍ଡି କରାଇ
ଛତ୍ର, ଛତି, ଆଲଟ, ଚାମର, ଘଣ୍ଟ, ଘଣ୍ଟା, କାହାଳୀ ,
ମର୍ଦଳ, ନାମ ସଂକୀର୍ତନ ଏବଂ ହରିବୋଲ, ହୁଳହୁଳୀ ସହିତ ହଜାର ହଜାର ଭକ୍ତ ମାନଙ୍କ ଗହଣରେ ଛେରା ପହରା କାର୍ଯ୍ୟକ୍ରମ ଶେଷ ହେବାପରେ ଚାରମାଳ ଖୋଲାଯାଇ ରଥ ଟଣା ଆରମ୍ଭ ହୁଏ ।
           ଡେଲାଙ୍ଗ ଚାରିପିଡ଼ା ସ୍ଥିତ ଜଗତେଶ୍ଵର ମନ୍ଦିର ପ୍ରାଙ୍ଗଣ ନିକଟସ୍ଥ ଗୁଣ୍ଡିଚା ମନ୍ଦିରରେ ଆଡ଼ପ ମଣ୍ଡପରେ ଶ୍ରୀଜୀଉମାନଙ୍କୁ ଗୋଟି ପହଣ୍ଡି ରେ ବିଜେ କରାଯାଏ । ଆଜି ହେରା ପଞ୍ଚମୀ ଅବସରେ ଠାକୁର ମାନଙ୍କ ପାଖରେ
ସାଠିଏ ପଉଟି ନୈବେଦ୍ୟ ଅର୍ପଣ କରାଯାଇଥିଲା ।
ଅଧରାତ୍ରରେ ମା' ଲକ୍ଷ୍ମୀ ଠାକୁରାଣୀଙ୍କୁ ସୁସଜ୍ଜିତ ବିମାନରେ ଅଣାଯାଇ ରଥ କାଠ ଭାଙ୍ଗି ବାର ନିତୀ କାନ୍ତି
କରାଯିବ | ଏଥି ସହ ପ୍ରତିଦିନ ସଂନ୍ଧ୍ୟାରେ ଭଜନ,
କୀର୍ତନ, ପ୍ରବଚନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ଉପରୋକ୍ତ ପ୍ରତ୍ୟେକ ନିତୀ କାନ୍ତି ପୂର୍ବକ
ଜୁଲାଇ୧୯ ତାରିଖରେ ଶ୍ରୀଜୀଉ ମାନଙ୍କର ନିଳାଦ୍ରୀ ବିଜେ କରାଯିବ ବୋଲି ଯୁବ ସମାଜସେବି ଶ୍ରୀଯୁକ୍ତ ଅକ୍ଷୟ କୁମାର ପରିଡା ସୂଚନା ପ୍ରଦାନ କରିଛନ୍ତି |
୨୦୧୬ମସିହାଠାରୁ ଅଦ୍ୟାବଧି ଶ୍ରୀଯୁକ୍ତ ପରିଡା ରଥ
ଉପରେ ଛେରା ପହରା କାର୍ଯ୍ୟ କରିବା ସହିତ ରଥଯାତ୍ରା
କୁ ସୁନ୍ଦର ଭାବରେ ପରିଚାଳନା କରିଆସୁଛନ୍ତି ।
ଏବଂ ଜଗନ୍ନାଥ ସଂସ୍କୃତି ଗବେଷକ (ଅବସର ପ୍ରାପ୍ତ ଶିକ୍ଷକ) ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ସ୍ୱାଇଁସେହି ଦିନ ଠାରୁ ବାଣୀ ସେବକ ଭାବେ
ରଥଯାତ୍ରା ଏବଂ ବାହୁଡାରେ ଯାତ୍ରାର ଧାରା ବିବରଣୀ
ପ୍ରଦାନ କରି ଆସୁଛନ୍ତି । ଏଥି ସହିତ ସମସ୍ତ ଅଞ୍ଚଳବାସୀ
ଙ୍କ ସହଯୋଗ ତଥା ଧାର୍ମିକ ଭାବନା ଏବଂ ଓଡିଆ ଅସ୍ମିତାକୁ ବଜାଇ ରଖିବାକୁ ମହାପ୍ରଭୁଙ୍କ ନିକଟରେ
ବ୍ୟାସ ପର୍ଶୁରାମ ଦାସ ମହାରାଜ ଏବଂ ପ୍ରବଚକ ପଣ୍ଡିତ
ନାରାୟଣ ଦାସ ମହାରାଜ ପ୍ରାର୍ଥନା ଜଣାଇଛନ୍ତିା


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like