-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ଆଗଲପୁର ଓ ଲୋଇସିଂହା କୃଷକ ସଂଘ ସମିତି ପକ୍ଷରୁ ମନ୍ତ୍ରୀ ଶ୍ରୀଯୁକ୍ତ କନକବର୍ଦ୍ଧନ ସିଂଦେଓ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

11-Jul-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଆଗଲପୁର ଓ ଲୋଇସିଂହା କୃଷକ ସଂଘ ସମିତି ପକ୍ଷରୁ ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ ଶ୍ରୀଯୁକ୍ତ କନକବର୍ଦ୍ଧନ ସିଂଦେଓ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା l ଏହାସହ କୃଷକ ସଂଘ ଙ୍କ ୩ ଟି ଦାବୀ କୁ ନେଇ ମନ୍ତ୍ରୀ ଶ୍ରୀ ସିଂଦେଓ ଙ୍କୁ ଦାବିପତ୍ର ପ୍ରଦାନ l ଦାବୀ ଗୁଡିକ ହେଲା ଲୋୟର ସୁକ୍ତେଲ ପ୍ରକଳ୍ପ ର ପାଣି ରୁ ବଂଚିତ ୧୧ ଟି ପଂଚାୟତ କୁ ପାଣି ର ବ୍ୟବସ୍ଥା l ପନିପରିବା ବିକ୍ରି ପାଇଁ ଅଂଚଳ ରେ ଏକ ମାର୍କେଟୟାର୍ଡ଼ ତିଆରି l ଏ ଅଂଚଳ ରେ ଏକ ଶୀତଳ ଭଣ୍ଡାର ନିର୍ମାଣ l

ପ୍ରଥମେ ଲୋଇସିଂହା ବ୍ଲକ ଛକ ଠାରେ ମନ୍ତ୍ରୀ ଶ୍ରୀଯୁକ୍ତ କନକବର୍ଦ୍ଧନ ସିଂହଦେଓ ଙ୍କୁ ପୁଷ୍ପମାଲ୍ୟ ଓ ଉପଢୌକନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା l ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଲୋଇସିଂହା ଓ ଆଗଲପୁର କୃଷକ ସଂଘ ସମିତି ର ଶ୍ୟାମ ବିଶ୍ୱାଳ, ଯୁଧିଷ୍ଠିର ପଧାନ, କୃଷ୍ଣଚନ୍ଦ୍ର ନାଏକ, କ୍ଷମା ଦଳପତି, ବ୍ରଜବିହାରୀ ବିଶ୍ୱାଳ, ସୀତାରାମ ପଧାନ, ଆନନ୍ଦ ପଧାନ, ରଂଜିତ ବେହେରା, ଅକୃର ମଲ୍ଲିକ, ସୁବାସ ବହିଦାର ପ୍ରମୁଖ ସାମିଲ ଥିଲେ l ଏହାସହ ଲୋଇସିଂହା ଆଗଲପୁର ବିଜେପି ପକ୍ଷରୁ ମନ୍ତ୍ରୀ ଶ୍ରୀ ସିଂଦେଓ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା l ଏହି କାର୍ଯ୍ୟକ୍ରମ ରେ ବିଜେପି ର ଶତାଧିକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like