-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନିଖୋଜ ସୁରଥଙ୍କ ମୃତଦେହ ଉଦ୍ଧାର - ପରିବାର ନ୍ୟାୟ ପ୍ରଦାନ ଦାବିରେ ରାସ୍ତାରୋକ

11-Jul-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ବାଗବର ପଞ୍ଚାୟତ ଅନ୍ତର୍ଗତ ଫୁଲଚରା ଗ୍ରାମର ସୁରଥ ନାଏକ (୫୫) ଗତକାଲି ସନ୍ଧ୍ୟାରୁ ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ପରିବାର ଲୋକ ତାଙ୍କୁ ଖୋଜାଖୋଜି କରି ସ୍ଥାନୀୟ ହରିହର ଯୋର ନିକଟରୁ ତାଙ୍କ ଚପଲ ଓ ଘୋଷାଡି ନେଇଥିବାର ଚିହ୍ନ ଦେଖିଥିଲେ। ପରିବାର ଲୋକେ ତାଙ୍କୁ ରାଜନୈତିକ ଉଦ୍ଦେଶ୍ୟରେ ଅପହରଣ କିମ୍ବା ହତ୍ୟା କରାଯାଇଥିବା କଥା ସନ୍ଦେହ ପ୍ରକାଶ କରିଛନ୍ତି। ତେବେ ଏହି ଘଟଣାରେ ପୀଡ଼ିତ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଓ ଘଟଣାର ଉପଯୁକ୍ତ ତଦନ୍ତ ଦାବି କରି ତାଙ୍କ ପରିବାର ଓ ଗ୍ରାମବାସୀ ଗୁରୁବାର ସକାଳୁ ଦିନ ୧୨ଟା' ଯାଏ ପ୍ରାୟ ୬ ଘଣ୍ଟା ଧରି ବୀରମହାରାଜପୁର ମୁଖ୍ୟ ଛକରେ ରାସ୍ତାରୋକ କରିଥିଲେ। ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ସେହି ବାଟଦେଇ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସୁଥିବା ସମୟରେ ପରିବାର ଲୋକେ ତାଙ୍କୁ ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଶୀଘ୍ର ଘଟଣାର ଉପଯୁକ୍ତ ଅନୁସନ୍ଧାନ କରିବା ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୁଲିସକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସର୍ବଶେଷ ଖବର ଅନୁଯାୟୀ ସନ୍ଧ୍ୟାରେ ନିଖୋଜ ସୁରଥଙ୍କ ମୃତଦେହ ଏକ କୂଅରୁ ଉଦ୍ଧାର ହୋଇ ଥିବା ଜଣାଯାଇଛି। ପୁଲିସ ଥାନାରେ ଦୁଇ ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି। ଥାନା ଅଧିକାରୀ ଶୋଭକର ସେଠ୍ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like