-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଡି ଏଫ୍ ଓ ଅଫିସରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଲୋକଙ୍କ ସରକାର ଲୋକଙ୍କ ପାଇଁ ଉତ୍ସର୍ଗୀକୃତ, ତେଣୁ କାମ ଏକ ନମ୍ବର ହେବା ଦରକାର: କେ.ଭି

11-Jul-2024



ବଲାଙ୍ଗିର(ଚିତ୍ରସେନ ବେହେରା): ଆଜି ପୂର୍ବାହ୍ନରେ ଡିଏଫଓଙ୍କ ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସରକାରଙ୍କ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଉପମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଅଧିକାରୀ ମାନେ ଫିଲ୍ଡ କୁ ଯାଇ କାମ କରିବାକୁ ନିର୍ଦେଶ ଦେଇଥିଲେ l

 ଏକ ହୁଅଟ୍ସଆପ ଗ୍ରୁପ ମାଧ୍ୟମରେ ସମସ୍ତ ଅଧିକାରୀ ଜିଓ ଟ୍ଯାଗ ଫଟୋ ଛାଡିବାକୁ ନିର୍ଦେଶ ଦେଇଥିଲେ । ଲୋକଙ୍କ ସରକାର ଲୋକଙ୍କ ପାଇଁ ଉତ୍ସର୍ଗୀକୃତ । ତେଣୁ କାମ ଏକ ନମ୍ବର ହେବା ଦରକାର ବୋଲି ସେ ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚାଇ ଦେଇଥିଲେ । ସରକାର ଦଳମତ ନିର୍ବିଶେଷରେ କାମ କରିବ ଯେଉଥିରୁ ଲୋକ ଲାଭ ପାଇବେ ବୋଲି ସେ କହିଥିଲେ । କୃଷି, ଶକ୍ତି, ଯୋଗାଣ, ମେଡ଼ିକାଲ, ଯୋଜନା, ଆଦି ବିଭାଗ ଉପରେ ବିସ୍ତୃତ ଆଲୋଚନା ହେlଇ ଥିଲା । କୃଷି ରେ ମୃତିକାକୁ ଜୈବିକ ଉପାୟରେ ଉର୍ବର କରିବାକୁ କହିଥିଲେ । ଇଉରିଆ ଏବଂ ଡିଏପି ବ୍ୟବହାର ବନ୍ଦ କରିବାକୁ କହିଥିଲେ । ଫସଲ ଅମଳ ପରେ ବଜାର ଉପଲବ୍ଧ କରାଇବା ସବୁଠୁ ଗୁରୁତ୍ବ ପୂର୍ଣ୍ଣ । ଫଳରେ ବିଭିନ୍ନ ଜାଗାରେ ଆଉଟଲେଟ ଖୋଲିବାକୁ ପ୍ରସ୍ତାବ ଦେଇଥିଲେ । କଟନୀ ଛଟଣି କୁ ସମ୍ପୂର୍ଣ୍ଣ ବନ୍ଦ କରେଇବାକୁ ତାଗିଦ କରିବା ସହ ସମସ୍ତ ରାଇସ ମିଲ ର ଓଜନ ମାପକ ଜନ୍ତ୍ର ଏବଂ ଷ୍ଟକ ରେଜିଷ୍ଟର ୭ ଦିନ ଭିତରେ ଚେକ କରିବାକୁ ନିର୍ଦେଶ ଦେଇଛନ୍ତି । ସେହିପରି ବିଦ୍ୟୁତ ବିଭ୍ରାଟ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ତାଗିଦ କରିବା ସହ ବିକଳ୍ପ ବ୍ୟବସ୍ଥା ପାଇଁ କହିଥିଲେ । ଡାକ୍ତର ତଥା ମାନବ ସଂଶାଧନ ବୃଦ୍ଧି ଦିଗରେ ଆଲୋଚନା ହୋଇଥିଲା  । ସମସ୍ୟାର ସମାଧାନ ଛଡା ଅନ୍ୟ କୌଣସି ବିକଳ୍ପରୁ ବିରତ

ରହିବାକୁ କହିଛନ୍ତି । ଲକ୍ଷ୍ମୀ ଯୋର ସଫେଇ ପାଇଁ ୪୮ ଘଣ୍ଟା ର ମହଲତ ଦେଇଛନ୍ତି ।  କର୍ମ ରେ ଅବହେଳାକୁ ବିଲକୁଲ ପ୍ରଶୟ ନ ଦେବାକୁ ସେ ତାଗିଦ କରିଛନ୍ତି । ସେଥିପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ସମୀକ୍ଷା ବୈଠକରେ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂଦେଓ, ବଲାଙ୍ଗୀର ବିଧାୟକ କଲିକେଶ ସିଂଦେଓ, ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ପବିତ୍ର ବେହେରା, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର, ଡି ଏଫ ଓ ସୁଦର୍ଶନ ବେହେରା , ସିଡିଏମଓ ଡ଼ ପ୍ରଦୀପ କୁମାର ଗୁରୁ ଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like