-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଭାଜପାର ନିର୍ବାଚନ ପରବର୍ତ୍ତୀ ସମୀକ୍ଷା ବୈଠକ 

11-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ ଭାରତୀୟ ଜନତା ପାର୍ଟି କଣ୍ଟାମାଳ ପକ୍ଷରୁ ଗୁରୁବାର ସଂନ୍ଧ୍ୟା ୫ ଟା ରେ ୮୫କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପରବର୍ତ୍ତୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି  l  କେନ୍ଦୁଝର ସାଂସଦ ଅନନ୍ତ ନାୟକ ଏବଂ ରାଜ୍ୟ ପ୍ରବକ୍ତା ଜ୍ଞାନ ବେଉରା ଙ୍କ ସଂଯୋଜନା ରେ ଅନୁଷ୍ଠିତ ଉକ୍ତ ସମୀକ୍ଷା ବୈଠକ ରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ,ବରିଷ୍ଠ ବିଜେପି ନେତା ଶେଷଦେବ ମେହେର, ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି, ଦୁଇ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ଚାରି ନମ୍ବର ଜିଲ୍ଲାପରିଷଦ ସଭ୍ୟ ରାକେଶ କୁମାର ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ  l  ଗତ ନିର୍ବାଚନ ସମୟରେ ଭାଜପା କର୍ମୀ ମାନଙ୍କ ସହ ହୋଇଥିବା ବିଭିନ୍ନ ସମସ୍ୟା ଓ ଅସହଯୋଗ ତଥା ଜନସମ୍ପର୍କ ସମ୍ପର୍କରେ ସାଂସଦ ଶ୍ରୀ ନାୟକ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ  l   ଏଥିସହ ଅଂଚଳର ବିଭିନ୍ନ ସମସ୍ୟା ଓ ତାର ସମାଧାନ ସମ୍ପର୍କରେ କର୍ମୀ ମାନଙ୍କ ମତାମତ ନେଇଥିଲେ  l   ଏଥିରେ ବିଜେପି ର ବରିଷ୍ଠ କାର୍ଯ୍ୟକର୍ତ୍ତା,ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ୱାର୍ଡ ସଭ୍ୟ /ସଭ୍ୟା,ଯୁବ ଛାତ୍ର ବିଜେପି କର୍ମକର୍ତ୍ତା,ଜ଼ିଲ୍ଲା ଓ ମଣ୍ଡଳ ର ସମସ୍ତ ପଦାଧିକାରୀ ଯୋଗଦେଇ ନିଜ ନିଜ ଅଂଚଳର ସମସ୍ୟା ଉପସ୍ଥାପନ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like